Deuteronomy 11:10 — Compare Translations
5 translations compared side by side
Odia - 1840
"ପନିପରିବା ବଗିଗ୍ଭ ରେ ଯେପରି ବୀଜ ବପନ କର, ସହେିପରି ମିଶର ଦେଶର ଗ୍ଭରାଗଛ ରେ ତୁମ୍ଭମାନେେ ପାଣି ଦେଉଥିଲ, ଯେଉଁଠାରକ୍ସ୍ଟ ତୁମ୍ଭମାନେେ ବାହାରି ଆସିଛ। ମାତ୍ର ଯେଉଁ ଦେଶ ଅଧିକାର କରିବାକୁ ଯାଉଛ ତାହା ସପରେି ନକ୍ସ୍ଟ ହେଁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତୁମ୍ଭେମାନେ ଯେଉଁ ମିସର ଦେଶରୁ ବାହାର ହୋଇ ଆସିଲ, ସେଠାରେ ବୀଜ ବୁଣି ଶାକ-ଉଦ୍ୟାନ ତୁଲ୍ୟ ପାଦ ଦ୍ଵାରା ଜଳ ସେଚନ କରୁଥିଲ; ମାତ୍ର ଯେଉଁ ଦେଶ ଅଧିକାର କରିବାକୁ ଯାଉଅଛ, ତାହା ସେପରି ନୁହେଁ ।
Odia Bible ERV 2004 (ପବିତ୍ର ବାଇବଲ)
ପନିପରିବା ବଗିଗ୍ଭରେ ଯେପରି ବୀଜ ବପନ କର, ସେହିପରି ମିଶର ଦେଶର ଗ୍ଭରାଗଛରେ ତୁମ୍ଭେମାନେ ପାଣି ଦେଉଥିଲ, ଯେଉଁଠାରୁ ତୁମ୍ଭେମାନେ ବାହାରି ଆସିଛ। ମାତ୍ର ଯେଉଁ ଦେଶ ଅଧିକାର କରିବାକୁ ଯାଉଛ ତାହା ସେପରି ନୁହେଁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତୁମ୍ଭେମାନେ ଯେଉଁ ମିସର ଦେଶରୁ ବାହାର ହୋଇ ଆସିଲ, ସେଠାରେ ବୀଜ ବୁଣି ଶାକ-ଉଦ୍ୟାନ ତୁଲ୍ୟ ପାଦ ଦ୍ୱାରା ଜଳ ସେଚନ କରୁଥିଲ; ମାତ୍ର ଯେଉଁ ଦେଶ ଅଧିକାର କରିବାକୁ ଯାଉଅଛ, ତାହା ସେପରି ନୁହେଁ।
Odia IRV 2017 (ଓଡିଆ ବାଇବେଲ)
ତୁମ୍ଭେମାନେ ଯେଉଁ ମିସର ଦେଶରୁ ବାହାର ହୋଇ ଆସିଲ, ସେଠାରେ ବୀଜ ବୁଣି ଶାକ-ଉଦ୍ୟାନ ତୁଲ୍ୟ ପାଦ ଦ୍ୱାରା ଜଳ ସେଚନ କରୁଥିଲ; ମାତ୍ର ଯେଉଁ ଦେଶ ଅଧିକାର କରିବାକୁ ଯାଉଅଛ, ତାହା ସେପରି ନୁହେଁ।