Deuteronomy 11:12 — Compare Translations
5 translations compared side by side
Odia - 1840
"ସହେି ଦେଶ ବିଷଯ ରେ ସଦାପ୍ରଭୁ ତକ୍ସ୍ଟମ୍ଭ ପରମେଶ୍ବର ମନୋୟୋଗ କରନ୍ତି। ବର୍ଷର ଆରମ୍ଭରକ୍ସ୍ଟ ବର୍ଷର ଶଷେ ପର୍ୟ୍ଯନ୍ତ ସଦାପ୍ରଭୁ ତକ୍ସ୍ଟମ୍ଭ ପରମେଶ୍ବରଙ୍କ ଦୃଷ୍ଟି ତହିଁ ଉପରେ ସର୍ବଦା ଥାଏ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେହି ଦେଶ ବିଷୟରେ ସଦାପ୍ରଭୁ ତୁମ୍ଭ ପରମେଶ୍ଵର ମନୋଯୋଗ କରନ୍ତି; ବର୍ଷର ଆରମ୍ଭରୁ ବର୍ଷର ଶେଷ ପର୍ଯ୍ୟନ୍ତ ସଦାପ୍ରଭୁ ତୁମ୍ଭ ପରମେଶ୍ଵରଙ୍କ ଦୃଷ୍ଟି ତହିଁ ଉପରେ ସର୍ବଦା ଥାଏ ।
Odia Bible ERV 2004 (ପବିତ୍ର ବାଇବଲ)
ସେହି ଦେଶ ବିଷୟରେ ସଦାପ୍ରଭୁ ତୁମ୍ଭ ପରମେଶ୍ୱର ମନୋଯୋଗ କରନ୍ତି। ବର୍ଷର ଆରମ୍ଭରୁ ବର୍ଷର ଶେଷ ପର୍ଯ୍ୟନ୍ତ ସଦାପ୍ରଭୁ ତୁମ୍ଭ ପରମେଶ୍ୱରଙ୍କ ଦୃଷ୍ଟି ତହିଁ ଉପରେ ସର୍ବଦା ଥାଏ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେହି ଦେଶ ବିଷୟରେ ସଦାପ୍ରଭୁ ତୁମ୍ଭ ପରମେଶ୍ୱର ମନୋଯୋଗ କରନ୍ତି; ବର୍ଷର ଆରମ୍ଭରୁ ବର୍ଷର ଶେଷ ପର୍ଯ୍ୟନ୍ତ ସଦାପ୍ରଭୁ ତୁମ୍ଭ ପରମେଶ୍ୱରଙ୍କ ଦୃଷ୍ଟି ତହିଁ ଉପରେ ସର୍ବଦା ଥାଏ।
Odia IRV 2017 (ଓଡିଆ ବାଇବେଲ)
ସେହି ଦେଶ ବିଷୟରେ ସଦାପ୍ରଭୁ ତୁମ୍ଭ ପରମେଶ୍ୱର ମନୋଯୋଗ କରନ୍ତି; ବର୍ଷର ଆରମ୍ଭରୁ ବର୍ଷର ଶେଷ ପର୍ଯ୍ୟନ୍ତ ସଦାପ୍ରଭୁ ତୁମ୍ଭ ପରମେଶ୍ୱରଙ୍କ ଦୃଷ୍ଟି ତହିଁ ଉପରେ ସର୍ବଦା ଥାଏ।