Deuteronomy 11:13 — Compare Translations

5 translations compared side by side

Odia - 1840
"ସଦାପ୍ରଭୁ କହିଲେ, 'ତୁମ୍ଭମାନେେ ଯତ୍ନ ସହକା ରେ ଆଜି ମୁ ତୁମ୍ଭମାନଙ୍କୁ ଯାହା କହକ୍ସ୍ଟଛି ଶକ୍ସ୍ଟଣ। ତୁମ୍ଭମାନେେ ସଦାପ୍ରଭୁ ତକ୍ସ୍ଟମ୍ଭ ପରମେଶଓରଙ୍କୁ ପ୍ ରମେ କର। ତୁମ୍ଭମାନେେ ଅନ୍ତଃକରଣ ଓ ପ୍ରାଣ ସହିତ ସବୋ କର। ଯଦି ତୁମ୍ଭେ ଏପରି କର ତବେେ,"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆଉ ତୁମ୍ଭେମାନେ ଆପଣା ଆପଣାର ସମସ୍ତ ଅନ୍ତଃକରଣ ଓ ସମସ୍ତ ପ୍ରାଣ ସହିତ ସଦାପ୍ରଭୁ ତୁମ୍ଭମାନଙ୍କ ପରମେଶ୍ଵରଙ୍କୁ ପ୍ରେମ କରିବାକୁ ଓ ତାହାଙ୍କୁ ସେବା କରିବାକୁ ଆଜି ଆମ୍ଭେ ଯେଉଁ ଆଜ୍ଞା ଦେଉଅଛୁ, ତାହା ଯେବେ ଯନିପୂର୍ବକ ଶୁଣିବ;
Odia Bible ERV 2004 (ପବିତ୍ର ବାଇବଲ)
“ସଦାପ୍ରଭୁ କହିଲେ, ‘ତୁମ୍ଭେମାନେ ଯତ୍ନ ସହକାରେ ଆଜି ମୁଁ ତୁମ୍ଭମାନଙ୍କୁ ଯାହା କହୁଅଛି ଶୁଣ। ତୁମ୍ଭେମାନେ ସଦାପ୍ରଭୁ ତୁମ୍ଭ ପରମେଶ୍ୱରଙ୍କୁ ପ୍ରେମ କର। ତୁମ୍ଭେମାନେ ଅନ୍ତଃକରଣ ଓ ପ୍ରାଣ ସହିତ ସେବା କର। ଯଦି ତୁମ୍ଭେ ଏପରି କର ତେବେ,
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆଉ ତୁମ୍ଭେମାନେ ଆପଣା ଆପଣାର ସମସ୍ତ ଅନ୍ତଃକରଣ ଓ ସମସ୍ତ ପ୍ରାଣ ସହିତ ସଦାପ୍ରଭୁ ତୁମ୍ଭମାନଙ୍କ ପରମେଶ୍ୱରଙ୍କୁ ପ୍ରେମ କରିବାକୁ ଓ ତାହାଙ୍କୁ ସେବା କରିବାକୁ ଆଜି ଆମ୍ଭେ ଯେଉଁ ଆଜ୍ଞା ଦେଉଅଛୁ, ତାହା ଯଦି ଯତ୍ନପୂର୍ବକ ଶୁଣିବ;
Odia IRV 2017 (ଓଡିଆ ବାଇବେଲ)
ଆଉ ତୁମ୍ଭେମାନେ ଆପଣା ଆପଣାର ସମସ୍ତ ଅନ୍ତଃକରଣ ଓ ସମସ୍ତ ପ୍ରାଣ ସହିତ ସଦାପ୍ରଭୁ ତୁମ୍ଭମାନଙ୍କ ପରମେଶ୍ୱରଙ୍କୁ ପ୍ରେମ କରିବାକୁ ଓ ତାହାଙ୍କୁ ସେବା କରିବାକୁ ଆଜି ଆମ୍ଭେ ଯେଉଁ ଆଜ୍ଞା ଦେଉଅଛୁ, ତାହା ଯଦି ଯତ୍ନପୂର୍ବକ ଶୁଣିବ;