Deuteronomy 11:14 — Compare Translations

5 translations compared side by side

Odia - 1840
"ଆମ୍ଭେ ଉପୟକ୍ସ୍ଟକ୍ତ ସମୟରେ ତକ୍ସ୍ଟମ୍ଭ ଦେଶ ରେ ବୃଷ୍ଟି କରାଇବ। ଅର୍ଥାତ୍ ଆଦ୍ଯବୃଷ୍ଟି ଓ ଶଷେବୃଷ୍ଟି କରିବା। ତହିଁରେ ତୁମ୍ଭେ ଆପଣା ଶସ୍ଯ ଓ ଆପଣା ଦ୍ରାକ୍ଷାରସ ଓ ଆପଣାର ତୈଳ ସଂଗ୍ରହ କରିପାରିବ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତେବେ ଆମ୍ଭେ ଉପଯୁକ୍ତ ସମୟରେ ତୁମ୍ଭ ଦେଶରେ ବୃଷ୍ଟି, ଅର୍ଥାତ୍, ଆଦ୍ୟବୃଷ୍ଟି ଓ ଶେଷବୃଷ୍ଟି ପ୍ରଦାନ କରିବା, ତହିଁରେ ତୁମ୍ଭେ ଆପଣା ଶସ୍ୟ ଓ ଆପଣା ଦ୍ରାକ୍ଷାରସ ଓ ଆପଣା ତୈଳ ସଂଗ୍ରହ କରି ପାରିବ ।
Odia Bible ERV 2004 (ପବିତ୍ର ବାଇବଲ)
ଆମ୍ଭେ ଉପଯୁକ୍ତ ସମୟରେ ତୁମ୍ଭ ଦେଶରେ ବୃଷ୍ଟି କରାଇବ। ଅର୍ଥାତ୍ ଆଦ୍ୟବୃଷ୍ଟି ଓ ଶେଷବୃଷ୍ଟି କରିବା। ତହିଁରେ ତୁମ୍ଭେ ଆପଣା ଶସ୍ୟ ଓ ଆପଣା ଦ୍ରାକ୍ଷାରସ ଓ ଆପଣାର ତୈଳ ସଂଗ୍ରହ କରି ପାରିବ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତେବେ ଆମ୍ଭେ ଉପଯୁକ୍ତ ସମୟରେ ତୁମ୍ଭ ଦେଶରେ ବୃଷ୍ଟି, ଅର୍ଥାତ୍‍, ଆଦ୍ୟ ବୃଷ୍ଟି ଓ ଶେଷ ବୃଷ୍ଟି ପ୍ରଦାନ କରିବା, ତହିଁରେ ତୁମ୍ଭେ ଆପଣା ଶସ୍ୟ, ଆପଣା ଦ୍ରାକ୍ଷାରସ ଓ ଆପଣା ତୈଳ ସଂଗ୍ରହ କରି ପାରିବ।
Odia IRV 2017 (ଓଡିଆ ବାଇବେଲ)
ତେବେ ଆମ୍ଭେ ଉପଯୁକ୍ତ ସମୟରେ ତୁମ୍ଭ ଦେଶରେ ବୃଷ୍ଟି, ଅର୍ଥାତ୍‍, ଆଦ୍ୟବୃଷ୍ଟି ଓ ଶେଷବୃଷ୍ଟି ପ୍ରଦାନ କରିବା, ତହିଁରେ ତୁମ୍ଭେ ଆପଣା ଶସ୍ୟ, ଆପଣା ଦ୍ରାକ୍ଷାରସ ଓ ଆପଣା ତୈଳ ସଂଗ୍ରହ କରି ପାରିବ।