Deuteronomy 11:16 — Compare Translations
5 translations compared side by side
Odia - 1840
"ନିଜ ନିଜ ବିଷଯ ରେ ସାବଧାନ ହକ୍ସ୍ଟଅ। ତୁମ୍ଭମାନଙ୍କର ହୃଦଯକକ୍ସ୍ଟ ପ୍ରଲୋଭିତ କରନାହିଁ ଏବଂ ବିପଥରେ ୟିବାକକ୍ସ୍ଟ ଏବଂ ଅନ୍ୟ ଦବେତାଗଣର ସବୋ କରିବାକୁ ଓ ଉପାସନା କରିବାକୁ ଦିଅ ନାହିଁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆପଣା ଆପଣା ବିଷୟରେ ସାବଧାନ ହୁଅ, ନୋହିଲେ ତୁମ୍ଭମାନଙ୍କ ଅନ୍ତଃକରଣ ଭ୍ରାନ୍ତ ହେବ, ପୁଣି ତୁମ୍ଭେମାନେ ପଥ ହୁଡ଼ି ଅନ୍ୟ ଦେବତାମାନଙ୍କର ସେବା କରିବ ଓ ସେମାନଙ୍କୁ ପ୍ରଣାମ କରିବ;
Odia Bible ERV 2004 (ପବିତ୍ର ବାଇବଲ)
“ନିଜ ନିଜ ବିଷୟରେ ସାବଧାନ ହୁଅ। ତୁମ୍ଭମାନଙ୍କର ହୃଦୟକୁ ପ୍ରଲୋଭିତ କର ନାହିଁ ଏବଂ ବିପଥରେ ଯିବାକୁ ଏବଂ ଅନ୍ୟ ଦେବତାଗଣର ସେବା କରିବାକୁ ଓ ଉପାସନା କରିବାକୁ ଦିଅ ନାହିଁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆପଣା ଆପଣା ବିଷୟରେ ସାବଧାନ ହୁଅ, ନୋହିଲେ ତୁମ୍ଭମାନଙ୍କ ଅନ୍ତଃକରଣ ଭ୍ରାନ୍ତ ହେବ, ପୁଣି ତୁମ୍ଭେମାନେ ବିମୁଖ ହୋଇ ଅନ୍ୟ ଦେବତାମାନଙ୍କର ସେବା କରିବ ଓ ସେମାନଙ୍କୁ ପ୍ରଣାମ କରିବ;
Odia IRV 2017 (ଓଡିଆ ବାଇବେଲ)
ଆପଣା ଆପଣା ବିଷୟରେ ସାବଧାନ ହୁଅ, ନୋହିଲେ ତୁମ୍ଭମାନଙ୍କ ଅନ୍ତଃକରଣ ଭ୍ରାନ୍ତ ହେବ, ପୁଣି ତୁମ୍ଭେମାନେ ବିମୁଖ ହୋଇ ଅନ୍ୟ ଦେବତାମାନଙ୍କର ସେବା କରିବ ଓ ସେମାନଙ୍କୁ ପ୍ରଣାମ କରିବ;