Deuteronomy 11:17 — Compare Translations
5 translations compared side by side
Odia - 1840
"ଯଦି ତୁମ୍ଭମାନେେ ଏପରି କର, ତବେେ ସଦାପ୍ରଭୁଙ୍କର କ୍ରୋଦ୍ଧ ତୁମ୍ଭମାନଙ୍କ ପ୍ରତି ପ୍ରଜ୍ଜଳିତ ହବେ। ଏବଂ ସେ ଆକାଶ ରୋଧ କଲେ ବର୍ଷା ହବେ ନାହିଁ ଓ ଭୂମି ନିଜ ଫଳ ପ୍ରଦାନ କରିବ ନାହିଁ। ଆଉ ସଦାପ୍ରଭୁ ତୁମ୍ଭମାନଙ୍କୁ ଯେଉଁ ଉତ୍ତମ ଦେଶ ଦେଉଛନ୍ତି, ତହିଁରକ୍ସ୍ଟ ତୁମ୍ଭମାନେେ ଶୀଘ୍ର ଉଚ୍ଛିନ୍ନ ହବେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତାହା କଲେ ତୁମ୍ଭମାନଙ୍କ ପ୍ରତି ସଦାପ୍ରଭୁଙ୍କ କ୍ରୋଧ ପ୍ରଜ୍ଵଳିତ ହେବ, ପୁଣି ସେ ଆକାଶ ରୋଧ କଲେ ବୃଷ୍ଟି ହେବ ନାହିଁ ଓ ଭୂମି ନିଜ ଫଳ ପ୍ରଦାନ କରିବ ନାହିଁ, ଆଉ ସଦାପ୍ରଭୁ ତୁମ୍ଭମାନଙ୍କୁ ଯେଉଁ ଉତ୍ତମ ଦେଶ ଦେଉଅଛନ୍ତି, ତହିଁରୁ ତୁମ୍ଭେମାନେ ଶୀଘ୍ର ଉଚ୍ଛିନ୍ନ ହେବ ।
Odia Bible ERV 2004 (ପବିତ୍ର ବାଇବଲ)
ଯଦି ତୁମ୍ଭେମାନେ ଏପରି କର, ତେବେ ସଦାପ୍ରଭୁଙ୍କର କ୍ରୋଧ ତୁମ୍ଭମାନଙ୍କ ପ୍ରତି ପ୍ରଜ୍ୱଳିତ ହେବ। ଏବଂ ସେ ଆକାଶ ରୁଦ୍ଧ କଲେ ବର୍ଷା ହେବ ନାହିଁ ଓ ଭୂମି ନିଜ ଫଳ ପ୍ରଦାନ କରିବ ନାହିଁ। ଆଉ ସଦାପ୍ରଭୁ ତୁମ୍ଭମାନଙ୍କୁ ଯେଉଁ ଉତ୍ତମ ଦେଶ ଦେଉଛନ୍ତି, ତହିଁରୁ ତୁମ୍ଭେମାନେ ଶୀଘ୍ର ଉଚ୍ଛିନ୍ନ ହେବ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତାହା କଲେ ତୁମ୍ଭମାନଙ୍କ ପ୍ରତି ସଦାପ୍ରଭୁଙ୍କ କ୍ରୋଧ ପ୍ରଜ୍ୱଳିତ ହେବ, ପୁଣି ସେ ଆକାଶ ରୁଦ୍ଧ କଲେ ବୃଷ୍ଟି ହେବ ନାହିଁ ଓ ଭୂମି ନିଜ ଫଳ ପ୍ରଦାନ କରିବ ନାହିଁ, ଆଉ ସଦାପ୍ରଭୁ ତୁମ୍ଭମାନଙ୍କୁ ଯେଉଁ ଉତ୍ତମ ଦେଶ ଦେଉଅଛନ୍ତି, ତହିଁରୁ ତୁମ୍ଭେମାନେ ଶୀଘ୍ର ଉଚ୍ଛିନ୍ନ ହେବ।
Odia IRV 2017 (ଓଡିଆ ବାଇବେଲ)