Deuteronomy 11:18 — Compare Translations
5 translations compared side by side
Odia - 1840
"ଏଣୁ ତୁମ୍ଭମାନେେ ମାହେର ସହେି ସକଳ ବାକ୍ଯ ନିଜ ନିଜ ହୃଦଯ ରେ ଧାରଣ କର (ହୃଦଯ ରେ ଲିପିବଦ୍ଧ କର)। ନିଜ ନିଜ ହସ୍ତ ରେ ବାନ୍ଧି ରଖ ଓ ତାହା ତୁମ୍ଭମାନଙ୍କର ଚକ୍ଷକ୍ସ୍ଟ ଦ୍ବଯ ରେ ଭୂଷଣ ସ୍ବରୂପ ହେଉ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏହେତୁ ତୁମ୍ଭେମାନେ ମୋହର ଏହି ସକଳ ବାକ୍ୟ ଆପଣା ଆପଣା ହୃଦୟରେ ଓ ଆପଣା ଆପଣା ପ୍ରାଣରେ ରଖିବ; ପୁଣି ତୁମ୍ଭେମାନେ ଚିହ୍ନ ସ୍ଵରୂପେ ଆପଣା ଆପଣା ହସ୍ତରେ ତାହା ବାନ୍ଧିବ ଓ ତାହା ତୁମ୍ଭମାନଙ୍କ ଚକ୍ଷୁଦ୍ଵୟ ମଧ୍ୟରେ ଭୂଷଣ ସ୍ଵରୂପ ହେବ ।
Odia Bible ERV 2004 (ପବିତ୍ର ବାଇବଲ)
“ଏଣୁ ତୁମ୍ଭେମାନେ ମୋହର ସେହି ସକଳ ବାକ୍ୟ ନିଜ ନିଜ ହୃଦୟରେ ଧାରଣ କର (ହୃଦୟରେ ଲିପିବଦ୍ଧ କର)। ନିଜ ନିଜ ହସ୍ତରେ ବାନ୍ଧି ରଖ ଓ ତାହା ତୁମ୍ଭମାନଙ୍କର ଚକ୍ଷୁ ଦ୍ୱୟରେ ଭୂଷଣ ସ୍ୱରୂପ ହେଉ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏହେତୁ ତୁମ୍ଭେମାନେ ମୋହର ଏହି ସକଳ ବାକ୍ୟ ଆପଣା ଆପଣା ହୃଦୟରେ ଓ ଆପଣା ଆପଣା ପ୍ରାଣରେ ରଖିବ; ପୁଣି ତୁମ୍ଭେମାନେ ଚିହ୍ନ ସ୍ୱରୂପେ ଆପଣା ଆପଣା ହସ୍ତରେ ତାହା ବାନ୍ଧିବ ଓ ତାହା ତୁମ୍ଭମାନଙ୍କ ଚକ୍ଷୁଦ୍ୱୟ ମଧ୍ୟରେ ଭୂଷଣ ସ୍ୱରୂପ ହେବ।
Odia IRV 2017 (ଓଡିଆ ବାଇବେଲ)
ଏହେତୁ ତୁମ୍ଭେମାନେ ମୋହର ଏହି ସକଳ ବାକ୍ୟ ଆପଣା ଆପଣା ହୃଦୟରେ ଓ ଆପଣା ଆପଣା ପ୍ରାଣରେ ରଖିବ; ପୁଣି ତୁମ୍ଭେମାନେ ଚିହ୍ନ ସ୍ୱରୂପେ ଆପଣା ଆପଣା ହସ୍ତରେ ତାହା ବାନ୍ଧିବ ଓ ତାହା ତୁମ୍ଭମାନଙ୍କ ଚକ୍ଷୁଦ୍ୱୟ ମଧ୍ୟରେ ଭୂଷଣ ସ୍ୱରୂପ ହେବ।