Deuteronomy 11:19 — Compare Translations
5 translations compared side by side
Odia - 1840
"ତୁମ୍ଭେ ଆପଣା ଗୃହ ରେ ବସିବା ବେଳେ ଏବଂ ବାଟରେ ଗ୍ଭଲିଲା ବେଳେ ଶାଇେବା ବେଳେ ଓ ଉଠିବା ବେଳେ ଏହି ସମସ୍ତ ବିଷଯ ରେ କଥାବାର୍ତ୍ତା କରି ଆପଣା ଆପଣା ସନ୍ତାନମାନଙ୍କୁ ଶିକ୍ଷା ଦବେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆଉ ତୁମ୍ଭେ ଆପଣା ଗୃହରେ ବସିବା ବେଳେ ଓ ତୁମ୍ଭେ ପଥରେ ଚାଲିବା ବେଳେ, ତୁମ୍ଭେ ଶୋଇବା ବେଳେ ଓ ଉଠିବା ବେଳେ ଏହିସବୁ ବିଷୟରେ କଥାବାର୍ତ୍ତା କରି ଆପଣା ଆପଣା ସନ୍ତାନଗଣକୁ ଶିକ୍ଷା ଦେବ ।
Odia Bible ERV 2004 (ପବିତ୍ର ବାଇବଲ)
ତୁମ୍ଭେ ଆପଣା ଗୃହରେ ବସିବା ବେଳେ ଏବଂ ବାଟରେ ଗ୍ଭଲିବା ବେଳେ ଶୋଇବା ବେଳେ ଓ ଉଠିବା ବେଳେ ଏହି ସମସ୍ତ ବିଷୟରେ କଥାବାର୍ତ୍ତା କରି ଆପଣା ଆପଣା ସନ୍ତାନମାନଙ୍କୁ ଶିକ୍ଷା ଦେବ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆଉ ତୁମ୍ଭେ ଆପଣା ଗୃହରେ ବସିବା ବେଳେ ଓ ତୁମ୍ଭେ ପଥରେ ଚାଲିବା ବେଳେ, ତୁମ୍ଭେ ଶୋଇବା ବେଳେ ଓ ଉଠିବା ବେଳେ ଏହିସବୁ ବିଷୟରେ କଥାବାର୍ତ୍ତା କରି ଆପଣା ଆପଣା ସନ୍ତାନଗଣକୁ ଶିକ୍ଷା ଦେବ।
Odia IRV 2017 (ଓଡିଆ ବାଇବେଲ)
ଆଉ ତୁମ୍ଭେ ଆପଣା ଗୃହରେ ବସିବା ବେଳେ ଓ ତୁମ୍ଭେ ପଥରେ ଚାଲିବା ବେଳେ, ତୁମ୍ଭେ ଶୋଇବା ବେଳେ ଓ ଉଠିବା ବେଳେ ଏହିସବୁ ବିଷୟରେ କଥାବାର୍ତ୍ତା କରି ଆପଣା ଆପଣା ସନ୍ତାନଗଣକୁ ଶିକ୍ଷା ଦେବ।