Deuteronomy 11:2 — Compare Translations
5 translations compared side by side
Odia - 1840
"ଆଜି ମନରେଖ ତକ୍ସ୍ଟମ୍ଭଙ୍କକ୍ସ୍ଟ ଶିକ୍ଷା ଦବୋ ପାଇଁ ତୁମ୍ଭର ସଦାପ୍ରଭୁ ପରମେଶ୍ବର ଯେଉଁସବୁ ଆଶ୍ଚର୍ୟ୍ଯଜନକ କର୍ମ କରିଛନ୍ତି। ସେ ହେଉଛି ତୁମ୍ଭେ ଏବଂ ତୁମ୍ଭର ପିଲାମାନେ ନକ୍ସ୍ଟହଁନ୍ତି ସହେି ସମସ୍ତ ବିଷଯ ଘଟିବାର ଦେଖିଲ ଏବଂ ତା ମାଧ୍ଯମ ରେ ବଞ୍ଚିଲ। ତୁମ୍ଭେ ଦେଖିଛ ସେ କେତେ ଶକ୍ତିଶାଳୀ ଏବଂ ଆଶ୍ଚର୍ୟ୍ଯ କର୍ମ ସେ କରନ୍ତି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି ଆଜିଠାରୁ ଜ୍ଞାନବାନ ହୁଅ; କାରଣ ମୁଁ ତୁମ୍ଭମାନଙ୍କ ବାଳକମାନଙ୍କୁ କହୁ ନାହିଁ, ସେମାନେ ସଦାପ୍ରଭୁ ତୁମ୍ଭମାନଙ୍କ ପରମେଶ୍ଵରଙ୍କ କୃତ ଶାସ୍ତି ଜାଣି ନାହାନ୍ତି, ତାହାଙ୍କ ମହିମା, ତାହାଙ୍କ ବଳବାନ ହସ୍ତ ଓ ବିସ୍ତାରିତ ବାହୁ,
Odia Bible ERV 2004 (ପବିତ୍ର ବାଇବଲ)
ଆଜି ମନେରଖ ତୁମ୍ଭଙ୍କୁ ଶିକ୍ଷା ଦେବା ପାଇଁ ତୁମ୍ଭର ସଦାପ୍ରଭୁ ପରମେଶ୍ୱର ଯେଉଁସବୁ ଆଶ୍ଚର୍ଯ୍ୟଜନକ କର୍ମ କରିଛନ୍ତି। ସେ ହେଉଛି ତୁମ୍ଭେ ଏବଂ ତୁମ୍ଭର ପିଲାମାନେ ନୁହନ୍ତି ସେହି ସମସ୍ତ ବିଷୟ ଘଟିବାର ଦେଖିଲ ଏବଂ ତା’ ମାଧ୍ୟମରେ ବଞ୍ଚିଲ। ତୁମ୍ଭେ ଦେଖିଛ ସେ କେତେ ଶକ୍ତିଶାଳୀ ଏବଂ ଆଶ୍ଚର୍ଯ୍ୟ କର୍ମ ସେ କରନ୍ତି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି ଆଜିଠାରୁ ଜ୍ଞାନବାନ ହୁଅ କାରଣ ମୁଁ ତୁମ୍ଭମାନଙ୍କ ବାଳକମାନଙ୍କୁ କହୁ ନାହିଁ, ସେମାନେ ସଦାପ୍ରଭୁ ତୁମ୍ଭମାନଙ୍କ ପରମେଶ୍ୱରଙ୍କ କୃତ ଶାସ୍ତି ଜାଣି ନାହାନ୍ତି, ତାହାଙ୍କ ମହିମା, ତାହାଙ୍କ ବଳବାନ ହସ୍ତ ଓ ବିସ୍ତାରିତ ବାହୁ,
Odia IRV 2017 (ଓଡିଆ ବାଇବେଲ)
ପୁଣି ଆଜିଠାରୁ ଜ୍ଞାନବାନ ହୁଅ କାରଣ ମୁଁ ତୁମ୍ଭମାନଙ୍କ ବାଳକମାନଙ୍କୁ କହୁ ନାହିଁ, ସେମାନେ ସଦାପ୍ରଭୁ ତୁମ୍ଭମାନଙ୍କ ପରମେଶ୍ୱରଙ୍କ କୃତ ଶାସ୍ତି ଜାଣି ନାହାନ୍ତି, ତାହାଙ୍କ ମହିମା, ତାହାଙ୍କ ବଳବାନ ହସ୍ତ ଓ ବିସ୍ତାରିତ ବାହୁ,