Deuteronomy 11:20 — Compare Translations
5 translations compared side by side
Odia - 1840
"ତୁମ୍ଭେ ଆପଣା ଗୃହଦ୍ବାର ରେ ଥିବା ଚଉକାଠ ରେ ଓ ବାହାର ଦ୍ବାର ରେ ତାହା ଲେଖିବ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆଉ ତୁମ୍ଭେ ଆପଣା ଗୃହଦ୍ଵାରର ଚଉକାଠରେ ଓ ଆପଣା ବାହାର ଦ୍ଵାରରେ ତାହା ଲେଖି ରଖିବ ।
Odia Bible ERV 2004 (ପବିତ୍ର ବାଇବଲ)
ତୁମ୍ଭେ ଆପଣା ଗୃହଦ୍ୱାରରେ ଥିବା ଚଉକାଠରେ ଓ ବାହାର ଦ୍ୱାରରେ ତାହା ଲେଖିବ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆଉ ତୁମ୍ଭେ ଆପଣା ଗୃହ ଦ୍ୱାରର ଚଉକାଠରେ ଓ ଆପଣା ବାହାର ଦ୍ୱାରରେ ତାହା ଲେଖି ରଖିବ।
Odia IRV 2017 (ଓଡିଆ ବାଇବେଲ)
ଆଉ ତୁମ୍ଭେ ଆପଣା ଗୃହ ଦ୍ୱାରର ଚଉକାଠରେ ଓ ଆପଣା ବାହାର ଦ୍ୱାରରେ ତାହା ଲେଖି ରଖିବ।