Deuteronomy 11:21 — Compare Translations

5 translations compared side by side

Odia - 1840
"ତହିଁରେ ସଦାପ୍ରଭୁ ତୁମ୍ଭମାନଙ୍କ ପୂର୍ବପୁରୁଷମାନଙ୍କୁ ଯେଉଁ ଯେଉଁ ଦେଶ ଦବୋକକ୍ସ୍ଟ ଶପଥ କରିଅଛନ୍ତି, ତହିଁରେ ତୁମ୍ଭମାନଙ୍କ ଅବସ୍ଥିତି କାଳ ଓ ତୁମ୍ଭମାନଙ୍କ ସନ୍ତାନଗଣର ଅବସ୍ଥିତିକାଳ ଭୂମଣ୍ତଳ ଉପରେ ଆକାଶ ମଣ୍ତଳର ଅବସ୍ଥିତିକାଳ ତକ୍ସ୍ଟଲ୍ଯ ହବେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତହିଁରେ ସଦାପ୍ରଭୁ ତୁମ୍ଭମାନଙ୍କ ପୂର୍ବପୁରୁଷମାନଙ୍କୁ ଯେଉଁ ଦେଶ ଦେବାକୁ ଶପଥ କରିଅଛନ୍ତି, ତହିଁରେ ତୁମ୍ଭମାନଙ୍କ ଅବସ୍ଥିତି କାଳ ଓ ତୁମ୍ଭମାନଙ୍କ ସନ୍ତାନଗଣର ଅବସ୍ଥିତି କାଳ ଭୂମଣ୍ତଳ ଉପରେ ଆକାଶମଣ୍ତଳର ଅବସ୍ଥିତି କାଳ ତୁଲ୍ୟ ହେବ ।
Odia Bible ERV 2004 (ପବିତ୍ର ବାଇବଲ)
ତହିଁରେ ସଦାପ୍ରଭୁ ତୁମ୍ଭମାନଙ୍କ ପୂର୍ବପୁରୁଷମାନଙ୍କୁ ଯେଉଁ ଯେଉଁ ଦେଶ ଦେବାକୁ ଶପଥ କରିଅଛନ୍ତି, ତହିଁରେ ତୁମ୍ଭମାନଙ୍କ ଅବସ୍ଥିତି କାଳ ଓ ତୁମ୍ଭମାନଙ୍କ ସନ୍ତାନଗଣର ଅବସ୍ଥିତିକାଳ ଭୂମଣ୍ତଳ ଉପରେ ଆକାଶ ମଣ୍ତଳର ଅବସ୍ଥିତିକାଳ ତୁଲ୍ୟ ହେବ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତହିଁରେ ସଦାପ୍ରଭୁ ତୁମ୍ଭମାନଙ୍କ ପୂର୍ବପୁରୁଷମାନଙ୍କୁ ଯେଉଁ ଦେଶ ଦେବାକୁ ଶପଥ କରିଅଛନ୍ତି, ତହିଁରେ ତୁମ୍ଭମାନଙ୍କ ଅବସ୍ଥିତି କାଳ ଓ ତୁମ୍ଭମାନଙ୍କ ସନ୍ତାନଗଣର ଅବସ୍ଥିତି କାଳ ଭୂମଣ୍ଡଳ ଉପରେ ଆକାଶମଣ୍ଡଳର ଅବସ୍ଥିତି କାଳ ତୁଲ୍ୟ ହେବ।
Odia IRV 2017 (ଓଡିଆ ବାଇବେଲ)
ତହିଁରେ ସଦାପ୍ରଭୁ ତୁମ୍ଭମାନଙ୍କ ପୂର୍ବପୁରୁଷମାନଙ୍କୁ ଯେଉଁ ଦେଶ ଦେବାକୁ ଶପଥ କରିଅଛନ୍ତି, ତହିଁରେ ତୁମ୍ଭମାନଙ୍କ ଅବସ୍ଥିତି କାଳ ଓ ତୁମ୍ଭମାନଙ୍କ ସନ୍ତାନଗଣର ଅବସ୍ଥିତି କାଳ ଭୂମଣ୍ଡଳ ଉପରେ ଆକାଶମଣ୍ଡଳର ଅବସ୍ଥିତି କାଳ ତୁଲ୍ୟ ହେବ।