Deuteronomy 11:22 — Compare Translations
5 translations compared side by side
Odia - 1840
"କାରଣ ସଦାପ୍ରଭୁ ତୁମ୍ଭମାନଙ୍କ ପରମେଶଓରଙ୍କୁ ପ୍ ରମେ କରିବାକୁ ତାହାଙ୍କ ସମସ୍ତ ପଥରେ ଗ୍ଭଲିବାକକ୍ସ୍ଟ ଓ ତାହାଙ୍କଠା ରେ ଦୃଢରୂପେ ଆସକ୍ତ ହବୋକକ୍ସ୍ଟ ଏହି ଯେଉଁ ସମସ୍ତ ଆଜ୍ଞା ମୁ ତୁମ୍ଭମାନଙ୍କୁ ପାଳନ କରିବାକୁ ଦେଉଅଛି, ତାହା ଯଦି ତୁମ୍ଭେ ଯତ୍ନପୂର୍ବକ ପାଳନ କରିବ,"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
କାରଣ ସଦାପ୍ରଭୁ ତୁମ୍ଭମାନଙ୍କ ପରମେଶ୍ଵରଙ୍କୁ ପ୍ରେମ କରିବାକୁ, ତାହାଙ୍କ ସମସ୍ତ ପଥରେ ଚାଲିବାକୁ ଓ ତାହାଙ୍କଠାରେ ଦୃଢ଼ ରୂପେ ଆସକ୍ତ ହେବାକୁ ଏହି ଯେସମସ୍ତ ଆଜ୍ଞା ମୁଁ ତୁମ୍ଭମାନଙ୍କୁ ପାଳନ କରିବାକୁ ଦେଉଅଛି, ତାହାସବୁ ଯେବେ ତୁମ୍ଭେମାନେ ଯନିପୂର୍ବକ ମାନ୍ୟ କରିବ;
Odia Bible ERV 2004 (ପବିତ୍ର ବାଇବଲ)
“କାରଣ ସଦାପ୍ରଭୁ ତୁମ୍ଭମାନଙ୍କ ପରମେଶ୍ୱରଙ୍କୁ ପ୍ରେମ କରିବାକୁ ତାହାଙ୍କ ସମସ୍ତ ପଥରେ ଗ୍ଭଲିବାକୁ ଓ ତାହାଙ୍କଠାରେ ଦୃଢ଼ରୂପେ ଆସକ୍ତ ହେବାକୁ ଏହି ଯେଉଁ ସମସ୍ତ ଆଜ୍ଞା ମୁଁ ତୁମ୍ଭମାନଙ୍କୁ ପାଳନ କରିବାକୁ ଦେଉଅଛି, ତାହା ଯଦି ତୁମ୍ଭେମାନେ ଯତ୍ନପୂର୍ବକ ପାଳନ କରିବ,
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
କାରଣ ସଦାପ୍ରଭୁ ତୁମ୍ଭମାନଙ୍କ ପରମେଶ୍ୱରଙ୍କୁ ପ୍ରେମ କରିବାକୁ, ତାହାଙ୍କ ସମସ୍ତ ପଥରେ ଚାଲିବାକୁ ଓ ତାହାଙ୍କଠାରେ ଦୃଢ଼ ରୂପେ ଆସକ୍ତ ହେବାକୁ ଏହି ଯେଉଁ ସମସ୍ତ ଆଜ୍ଞା ମୁଁ ତୁମ୍ଭମାନଙ୍କୁ ପାଳନ କରିବାକୁ ଦେଉଅଛି, ତାହାସବୁ ଯଦି ତୁମ୍ଭେମାନେ ଯତ୍ନପୂର୍ବକ ମାନ୍ୟ କରିବ;
Odia IRV 2017 (ଓଡିଆ ବାଇବେଲ)