Deuteronomy 11:23 — Compare Translations

5 translations compared side by side

Odia - 1840
"ତବେେ ସଦାପ୍ରଭୁ ତୁମ୍ଭମାନଙ୍କ ସମ୍ମକ୍ସ୍ଟଖରକ୍ସ୍ଟ ଏହିସବୁ ଗୋଷ୍ଠୀଯ ଲୋକମାନଙ୍କୁ ତଡି ଦବେେ, ଏବଂ ତୁମ୍ଭମାନେେ, ତୁମ୍ଭମାନଙ୍କ ଠାରକ୍ସ୍ଟ ଅଧିକ ବଳବାନ ଲୋକମାନଙ୍କୁ ପରାସ୍ତ କରିବ ଏବଂ ତାଙ୍କର ଦେଶକକ୍ସ୍ଟ ଅଧିକାର କରିବ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତେବେ ସଦାପ୍ରଭୁ ତୁମ୍ଭମାନଙ୍କ ସମ୍ମୁଖରୁ ଏହିସବୁ ଗୋଷ୍ଠୀୟ ଲୋକମାନଙ୍କୁ ତଡ଼ି ଦେବେ; ପୁଣି ତୁମ୍ଭେମାନେ ଆପଣାମାନଙ୍କଠାରୁ ଅଧିକ ପ୍ରବଳ ଓ ବଳବାନ ଗୋଷ୍ଠୀୟ ଲୋକମାନଙ୍କୁ ଅଧିକାର କରିବ ।
Odia Bible ERV 2004 (ପବିତ୍ର ବାଇବଲ)
ତେବେ ସଦାପ୍ରଭୁ ତୁମ୍ଭମାନଙ୍କ ସମ୍ମୁଖରୁ ଏହିସବୁ ଗୋଷ୍ଠୀୟ ଲୋକମାନଙ୍କୁ ତଡ଼ି ଦେବେ, ଏବଂ ତୁମ୍ଭେମାନେ, ତୁମ୍ଭମାନଙ୍କଠାରୁ ଅଧିକ ବଳବାନ ଲୋକମାନଙ୍କୁ ପରାସ୍ତ କରିବ ଏବଂ ତାଙ୍କର ଦେଶକୁ ଅଧିକାର କରିବ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତେବେ ସଦାପ୍ରଭୁ ତୁମ୍ଭମାନଙ୍କ ସମ୍ମୁଖରୁ ଏହିସବୁ ଗୋଷ୍ଠୀୟ ଲୋକମାନଙ୍କୁ ତଡ଼ି ଦେବେ; ପୁଣି ତୁମ୍ଭେମାନେ ଆପଣାମାନଙ୍କଠାରୁ ଅଧିକ ପ୍ରବଳ ଓ ବଳବାନ ଗୋଷ୍ଠୀୟ ଲୋକମାନଙ୍କୁ ଅଧିକାର କରିବ।
Odia IRV 2017 (ଓଡିଆ ବାଇବେଲ)
ତେବେ ସଦାପ୍ରଭୁ ତୁମ୍ଭମାନଙ୍କ ସମ୍ମୁଖରୁ ଏହିସବୁ ଗୋଷ୍ଠୀୟ ଲୋକମାନଙ୍କୁ ତଡ଼ି ଦେବେ; ପୁଣି ତୁମ୍ଭେମାନେ ଆପଣାମାନଙ୍କଠାରୁ ଅଧିକ ପ୍ରବଳ ଓ ବଳବାନ ଗୋଷ୍ଠୀୟ ଲୋକମାନଙ୍କୁ ଅଧିକାର କରିବ।