Deuteronomy 11:24 — Compare Translations

5 translations compared side by side

Odia - 1840
"ଯେଉଁଠା ରେ ତୁମ୍ଭର ପାଦ ପଡିବ, ସେ ସ୍ଥାନ ତୁମ୍ଭମାନଙ୍କର ହବେ। ପ୍ରାନ୍ତରରକ୍ସ୍ଟ ଲିବାନୋନ ପର୍ୟ୍ଯନ୍ତ ଏବଂ ଫରାତ ନଦୀଠାରକ୍ସ୍ଟ ପଶ୍ଚିମ ସମକ୍ସ୍ଟଦ୍ର ପର୍ୟ୍ଯନ୍ତ ତୁମ୍ଭମାନଙ୍କର ସୀମା ହବେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଯେଉଁ ଯେଉଁଠାରେ ତୁମ୍ଭମାନଙ୍କ ତଳିପା ପଡ଼ିବ, ସେ ପ୍ରତ୍ୟେକ ସ୍ଥାନ ତୁମ୍ଭମାନଙ୍କର ହେବ; ପ୍ରାନ୍ତର ଓ ଲିବାନୋନ୍‍ଠାରୁ, ନଦୀ, ଅର୍ଥାତ୍, ଫରାତ ନଦୀଠାରୁ ପଶ୍ଚିମ ସମୁଦ୍ର ପର୍ଯ୍ୟନ୍ତ ତୁମ୍ଭମାନଙ୍କର ସୀମା ହେବ ।
Odia Bible ERV 2004 (ପବିତ୍ର ବାଇବଲ)
ଯେଉଁଠାରେ ତୁମ୍ଭର ପାଦ ପଡ଼ିବ, ସେ ସ୍ଥାନ ତୁମ୍ଭମାନଙ୍କର ହେବ। ପ୍ରାନ୍ତରରୁ ଲିବାନୋନ ପର୍ଯ୍ୟନ୍ତ ଏବଂ ଫରାତ୍ ନଦୀଠାରୁ ପଶ୍ଚିମ ସମୁଦ୍ର ପର୍ଯ୍ୟନ୍ତ ତୁମ୍ଭମାନଙ୍କର ସୀମା ହେବ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଯେଉଁ ଯେଉଁଠାରେ ତୁମ୍ଭମାନଙ୍କ ତଳିପା ପଡ଼ିବ, ସେ ପ୍ରତ୍ୟେକ ସ୍ଥାନ ତୁମ୍ଭମାନଙ୍କର ହେବ; ପ୍ରାନ୍ତର ଓ ଲିବାନୋନଠାରୁ ନଦୀ, ଅର୍ଥାତ୍‍, ଫରାତ୍‍ ନଦୀଠାରୁ ପଶ୍ଚିମ ସମୁଦ୍ର ପର୍ଯ୍ୟନ୍ତ ତୁମ୍ଭମାନଙ୍କର ସୀମା ହେବ।
Odia IRV 2017 (ଓଡିଆ ବାଇବେଲ)
ଯେଉଁ ଯେଉଁଠାରେ ତୁମ୍ଭମାନଙ୍କ ତଳିପା ପଡ଼ିବ, ସେ ପ୍ରତ୍ୟେକ ସ୍ଥାନ ତୁମ୍ଭମାନଙ୍କର ହେବ; ପ୍ରାନ୍ତର ଓ ଲିବାନୋନଠାରୁ ନଦୀ, ଅର୍ଥାତ୍‍, ଫରାତ୍‍ ନଦୀଠାରୁ ପଶ୍ଚିମ ସମୁଦ୍ର ପର୍ଯ୍ୟନ୍ତ ତୁମ୍ଭମାନଙ୍କର ସୀମା ହେବ।