Deuteronomy 11:25 — Compare Translations
5 translations compared side by side
Odia - 1840
"ତୁମ୍ଭମାନଙ୍କ ବିପକ୍ଷ ରେ କୌଣସି ମନକ୍ସ୍ଟଷ୍ଯ ଛିଡା ହବୋକକ୍ସ୍ଟ ସକ୍ଷମ ହବେ ନାହିଁ। ସଦାପ୍ରଭୁ ତୁମ୍ଭମାନଙ୍କର ପରମେଶ୍ବର ତାଙ୍କର ପ୍ରତିଜ୍ଞାନକ୍ସ୍ଟସା ରେ ସମଗ୍ର ଦେଶ ରେ ତୁମ୍ଭେ ଯେଉଁଠିକକ୍ସ୍ଟ ୟାଅ, ତକ୍ସ୍ଟମ୍ଭ ପ୍ରତି ସମସ୍ତଙ୍କର ଭୟ ଓ ଆଶାଙ୍କିତ ସୃଷ୍ଟି କରିବେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତୁମ୍ଭମାନଙ୍କ ସମ୍ମୁଖରେ କୌଣସି ମନୁଷ୍ୟ ଛିଡ଼ା ହେବାକୁ ସମର୍ଥ ହେବ ନାହିଁ; ତୁମ୍ଭେମାନେ ଯେଉଁ ଯେଉଁ ଦେଶରେ ପାଦ ପକାଇବ, ସେସମସ୍ତ ଦେଶରେ ସଦାପ୍ରଭୁ ତୁମ୍ଭମାନଙ୍କ ପରମେଶ୍ଵର ଆପଣା ବାକ୍ୟାନୁସାରେ ତୁମ୍ଭମାନଙ୍କ ବିଷୟକ ଆଶଙ୍କା ଓ ତୁମ୍ଭମାନଙ୍କ ବିଷୟକ ତ୍ରାସ ଉପସ୍ଥିତ କରାଇବେ ।
Odia Bible ERV 2004 (ପବିତ୍ର ବାଇବଲ)
ତୁମ୍ଭମାନଙ୍କ ବିପକ୍ଷରେ କୌଣସି ମନୁଷ୍ୟ ଛିଡ଼ା ହେବାକୁ ସକ୍ଷମ ହେବ ନାହିଁ। ସଦାପ୍ରଭୁ ତୁମ୍ଭମାନଙ୍କର ପରମେଶ୍ୱର ତାଙ୍କର ପ୍ରତିଜ୍ଞାନୁସାରେ ସମଗ୍ର ଦେଶରେ ତୁମ୍ଭେ ଯେଉଁଠିକୁ ଯାଅ, ତୁମ୍ଭ ପ୍ରତି ସମସ୍ତଙ୍କର ଭୟ ଓ ଆଶାଙ୍କିତ ସୃଷ୍ଟି କରିବେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତୁମ୍ଭମାନଙ୍କ ସମ୍ମୁଖରେ କୌଣସି ମନୁଷ୍ୟ ଛିଡ଼ା ହେବାକୁ ସମର୍ଥ ହେବ ନାହିଁ; ତୁମ୍ଭେମାନେ ଯେଉଁ ଯେଉଁ ଦେଶରେ ପାଦ ପକାଇବ, ସେହି ସମସ୍ତ ଦେଶରେ ସଦାପ୍ରଭୁ ତୁମ୍ଭମାନଙ୍କ ପରମେଶ୍ୱର ଆପଣା ବାକ୍ୟାନୁସାରେ ତୁମ୍ଭମାନଙ୍କ ବିଷୟକ ଆଶଙ୍କା ଓ ତୁମ୍ଭମାନଙ୍କ ବିଷୟକ ଭୟ ଉପସ୍ଥିତ କରାଇବେ।
Odia IRV 2017 (ଓଡିଆ ବାଇବେଲ)