Deuteronomy 11:26 — Compare Translations

5 translations compared side by side

Odia - 1840
"ଆଜି ତୁମ୍ଭମାନଙ୍କ ସମ୍ମକ୍ସ୍ଟଖ ରେ ଆଶୀର୍ବାଦ ଓ ଅଭିଶାପ ରଖକ୍ସ୍ଟଛି ତୁମ୍ଭମାନେେ ସେଥିରକ୍ସ୍ଟ ଗୋଟିଏକକ୍ସ୍ଟ ବାଛ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଦେଖ, ଆଜି ମୁଁ ତୁମ୍ଭମାନଙ୍କ ସମ୍ମୁଖରେ ଆଶୀର୍ବାଦ ଓ ଅଭିଶାପ ରଖୁଅଛି ।
Odia Bible ERV 2004 (ପବିତ୍ର ବାଇବଲ)
ଇସ୍ରାଏଲଙ୍କର ପସନ୍ଦ: ଆଶୀର୍ବାଦ ବା ଅଭିଶାପ “ଆଜି ତୁମ୍ଭମାନଙ୍କ ସମ୍ମୁଖରେ ଆଶୀର୍ବାଦ ଓ ଅଭିଶାପ ରଖୁଛି ତୁମ୍ଭେମାନେ ସେଥିରୁ ଗୋଟିଏକୁ ବାଛ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଦେଖ, ଆଜି ମୁଁ ତୁମ୍ଭମାନଙ୍କ ସମ୍ମୁଖରେ ଆଶୀର୍ବାଦ ଓ ଅଭିଶାପ ରଖୁଅଛି।
Odia IRV 2017 (ଓଡିଆ ବାଇବେଲ)
ଦେଖ, ଆଜି ମୁଁ ତୁମ୍ଭମାନଙ୍କ ସମ୍ମୁଖରେ ଆଶୀର୍ବାଦ ଓ ଅଭିଶାପ ରଖୁଅଛି।