Deuteronomy 11:27 — Compare Translations
5 translations compared side by side
Odia - 1840
"ସଦାପ୍ରଭୁ ତୁମ୍ଭମାନଙ୍କର ପରମେଶ୍ବରଙ୍କର ଆଜ୍ଞାମାନ ଯଦି ମାନ, ଯାହା ମୁ ତୁମ୍ଭମାନଙ୍କୁ ଆଜି କହିବି, ତବେେ ତୁମ୍ଭମାନେେ ଆଶୀର୍ବୀଦ ପାଇବ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସଦାପ୍ରଭୁ ତୁମ୍ଭମାନଙ୍କ ପରମେଶ୍ଵରଙ୍କର ଯେ ଯେ ଆଜ୍ଞା ଆଜି ମୁଁ ତୁମ୍ଭମାନଙ୍କୁ ଦେଉଅଛି, ତାହାସବୁ ଯେବେ ଶୁଣିବ, ତେବେ ଆଶୀର୍ବାଦ ।
Odia Bible ERV 2004 (ପବିତ୍ର ବାଇବଲ)
ସଦାପ୍ରଭୁ ତୁମ୍ଭମାନଙ୍କର ପରମେଶ୍ୱରଙ୍କର ଆଜ୍ଞାମାନ ଯଦି ମାନ, ଯାହା ମୁଁ ତୁମ୍ଭମାନଙ୍କୁ ଆଜି କହିବି, ତେବେ ତୁମ୍ଭେମାନେ ଆଶୀର୍ବୀଦ ପାଇବ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସଦାପ୍ରଭୁ ତୁମ୍ଭମାନଙ୍କ ପରମେଶ୍ୱରଙ୍କର ଯେଉଁ ଯେଉଁ ଆଜ୍ଞା ଆଜି ମୁଁ ତୁମ୍ଭମାନଙ୍କୁ ଦେଉଅଛି, ତାହାସବୁ ଯଦି ଶୁଣିବ, ତେବେ ଆଶୀର୍ବାଦ।
Odia IRV 2017 (ଓଡିଆ ବାଇବେଲ)
ସଦାପ୍ରଭୁ ତୁମ୍ଭମାନଙ୍କ ପରମେଶ୍ୱରଙ୍କର ଯେଉଁ ଯେଉଁ ଆଜ୍ଞା ଆଜି ମୁଁ ତୁମ୍ଭମାନଙ୍କୁ ଦେଉଅଛି, ତାହାସବୁ ଯଦି ଶୁଣିବ, ତେବେ ଆଶୀର୍ବାଦ।