Deuteronomy 11:28 — Compare Translations

5 translations compared side by side

Odia - 1840
"ଯଦି ତୁମ୍ଭମାନେେ ତାହାସବୁ ପାଳନ ନକର ତବେେ ତୁମ୍ଭମାନେେ ଅଭିଶାପ ପାଇବ। ଯଦି ତୁମ୍ଭମାନେେ ତୁମ୍ଭମାନଙ୍କର ସଦାପ୍ରଭୁ ପରମେଶ୍ବରଙ୍କର ଆଜ୍ଞା ପାଳନ ନକର ଓ ଅନ୍ୟଦେଶୀଯ ଦବଗେଣଙ୍କର ପଶ୍ଚାତ ଗମନକର, ତବେେ ଅଭିଶାପ ପାଇବ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ମାତ୍ର ଯେବେ ସଦାପ୍ରଭୁ ତୁମ୍ଭମାନଙ୍କ ପରମେଶ୍ଵରଙ୍କର ଆଜ୍ଞା ନ ଶୁଣିବ ଓ ମୁଁ ଆଜି ତୁମ୍ଭମାନଙ୍କୁ ଯେଉଁ ପଥ ବିଷୟରେ ଆଜ୍ଞା କରୁଅଛି, ତହିଁରୁ ବାହୁଡ଼ି ତୁମ୍ଭମାନଙ୍କ ଅଜ୍ଞାତ ଅନ୍ୟ ଦେବତାଗଣର ପଶ୍ଚାଦ୍ଗମନ କରିବ, ତେବେ ଅଭିଶାପ ।
Odia Bible ERV 2004 (ପବିତ୍ର ବାଇବଲ)
ଯଦି ତୁମ୍ଭେମାନେ ତାହା ସବୁ ପାଳନ ନ କର ତେବେ ତୁମ୍ଭେମାନେ ଅଭିଶାପ ପାଇବ। ଯଦି ତୁମ୍ଭେମାନେ ତୁମ୍ଭମାନଙ୍କର ସଦାପ୍ରଭୁ ପରମେଶ୍ୱରଙ୍କର ଆଜ୍ଞା ପାଳନ ନ କର ଓ ଅନ୍ୟ ଦେଶୀୟ ଦେବଗଣଙ୍କର ପଶ୍ଚା‌ତ୍‌ଗମନ କର, ତେବେ ଅଭିଶାପ ପାଇବ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ମାତ୍ର ଯଦି ସଦାପ୍ରଭୁ ତୁମ୍ଭମାନଙ୍କ ପରମେଶ୍ୱରଙ୍କର ଆଜ୍ଞା ନ ଶୁଣିବ ଓ ମୁଁ ଆଜି ତୁମ୍ଭମାନଙ୍କୁ ଯେଉଁ ପଥ ବିଷୟରେ ଆଜ୍ଞା କରୁଅଛି, ତହିଁରୁ ବାହୁଡ଼ି ତୁମ୍ଭମାନଙ୍କ ଅଜ୍ଞାତ ଅନ୍ୟ ଦେବତାଗଣର ପଶ୍ଚାଦ୍‍ଗମନ କରିବ, ତେବେ ଅଭିଶାପ।
Odia IRV 2017 (ଓଡିଆ ବାଇବେଲ)
ମାତ୍ର ଯଦି ସଦାପ୍ରଭୁ ତୁମ୍ଭମାନଙ୍କ ପରମେଶ୍ୱରଙ୍କର ଆଜ୍ଞା ନ ଶୁଣିବ ଓ ମୁଁ ଆଜି ତୁମ୍ଭମାନଙ୍କୁ ଯେଉଁ ପଥ ବିଷୟରେ ଆଜ୍ଞା କରୁଅଛି, ତହିଁରୁ ବାହୁଡ଼ି ତୁମ୍ଭମାନଙ୍କ ଅଜ୍ଞାତ ଅନ୍ୟ ଦେବତାଗଣର ପଶ୍ଚାଦ୍‍ଗମନ କରିବ, ତେବେ ଅଭିଶାପ।