Deuteronomy 11:29 — Compare Translations

5 translations compared side by side

Odia - 1840
"ଆଉ ତୁମ୍ଭମାନେେ ଯେଉଁ ଦେଶ ଅଧିକାର କରିବାକୁ ଯାଉଛ, ସହେି ଦେଶ ରେ ସଦାପ୍ରଭୁ ତୁମ୍ଭମାନଙ୍କର ପରମେଶ୍ବର ଯେଉଁ ସମୟରେ ତୁମ୍ଭମାନଙ୍କୁ ପ୍ରବେଶ କରାଇବେ, ସେ ସମୟରେ ତୁମ୍ଭେ ଗରିଷୀମ ପର୍ବତ ରେ ସହେ ଆଶୀର୍ବାଦ ଓ ଏବଲ୍ ପର୍ବତ ରେ ସହେି ଅଭିଶାପ ରଖିବ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆଉ ତୁମ୍ଭେ ଯେଉଁ ଦେଶ ଅଧିକାର କରିବାକୁ ଯାଉଅଛ, ସେହି ଦେଶରେ ସଦାପ୍ରଭୁ ତୁମ୍ଭ ପରମେଶ୍ଵର ଯେଉଁ ସମୟରେ ତୁମ୍ଭକୁ ପ୍ରବେଶ କରାଇବେ, ସେସମୟରେ ତୁମ୍ଭେ ଗରିଷୀମ୍ ପର୍ବତରେ ସେହି ଆଶୀର୍ବାଦ ଓ ଏବଲ ପର୍ବତରେ ସେହି ଅଭିଶାପ ରଖିବ ।
Odia Bible ERV 2004 (ପବିତ୍ର ବାଇବଲ)
“ଆଉ ତୁମ୍ଭେମାନେ ଯେଉଁ ଦେଶ ଅଧିକାର କରିବାକୁ ଯାଉଛ, ସେହି ଦେଶରେ ସଦାପ୍ରଭୁ ତୁମ୍ଭମାନଙ୍କର ପରମେଶ୍ୱର ଯେଉଁ ସମୟରେ ତୁମ୍ଭମାନଙ୍କୁ ପ୍ରବେଶ କରାଇବେ, ସେ ସମୟରେ ତୁମ୍ଭେ ଗରିଷୀମ ପର୍ବତରେ ସେହି ଆଶୀର୍ବାଦ ଓ ଏବଲ୍ ପର୍ବତରେ ସେହି ଅଭିଶାପ ରଖିବ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆଉ ତୁମ୍ଭେ ଯେଉଁ ଦେଶ ଅଧିକାର କରିବାକୁ ଯାଉଅଛ, ସେହି ଦେଶରେ ସଦାପ୍ରଭୁ ତୁମ୍ଭ ପରମେଶ୍ୱର ଯେଉଁ ସମୟରେ ତୁମ୍ଭକୁ ପ୍ରବେଶ କରାଇବେ, ସେହି ସମୟରେ ତୁମ୍ଭେ ଗରିଷୀମ ପର୍ବତରେ ସେହି ଆଶୀର୍ବାଦ ଓ ଏବଲ ପର୍ବତରେ ସେହି ଅଭିଶାପ ରଖିବ।
Odia IRV 2017 (ଓଡିଆ ବାଇବେଲ)
ଆଉ ତୁମ୍ଭେ ଯେଉଁ ଦେଶ ଅଧିକାର କରିବାକୁ ଯାଉଅଛ, ସେହି ଦେଶରେ ସଦାପ୍ରଭୁ ତୁମ୍ଭ ପରମେଶ୍ୱର ଯେଉଁ ସମୟରେ ତୁମ୍ଭକୁ ପ୍ରବେଶ କରାଇବେ, ସେହି ସମୟରେ ତୁମ୍ଭେ ଗରିଷୀମ ପର୍ବତରେ ସେହି ଆଶୀର୍ବାଦ ଓ ଏବଲ ପର୍ବତରେ ସେହି ଅଭିଶାପ ରଖିବ।