Deuteronomy 11:3 — Compare Translations
5 translations compared side by side
Odia - 1840
"ତୁମ୍ଭମାନେେ ତାଙ୍କର ସମସ୍ତ ଚିହ୍ନ ଓ ଆଶ୍ଚର୍ୟ୍ଯ କାର୍ୟ୍ଯ ସବୁ ଦେଖିଛ, ସେ ମିଶରର ରାଜା ଫାରୋଙ୍କକ୍ସ୍ଟ ଏବଂ ସମଗ୍ର ମିଶରକକ୍ସ୍ଟ କଣ କଲେ, ତୁମ୍ଭମାନେେ ଦେଖିଛ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି ତାହାଙ୍କ ଚିହ୍ନସକଳ ଓ ମିସର ମଧ୍ୟରେ ମିସରରାଜା ଫାରୋଙ୍କ ପ୍ରତି ଓ ତାଙ୍କର ସମୁଦାୟ ଦେଶ ପ୍ରତି କୃତ ତାହାଙ୍କର କର୍ମ;
Odia Bible ERV 2004 (ପବିତ୍ର ବାଇବଲ)
ତୁମ୍ଭେମାନେ ତାଙ୍କର ସମସ୍ତ ଚିହ୍ନ ଓ ଆଶ୍ଚର୍ଯ୍ୟ କାର୍ଯ୍ୟସବୁ ଦେଖିଛ, ସେ ମିଶରର ରାଜା ଫାରୋଙ୍କୁ ଏବଂ ସମଗ୍ର ମିଶରକୁ କ’ଣ କଲେ, ତୁମ୍ଭେମାନେ ଦେଖିଛ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି ତାହାଙ୍କ ଚିହ୍ନସକଳ, ମିସର ମଧ୍ୟରେ ମିସରର ରାଜା ଫାରୋଙ୍କ ପ୍ରତି ଓ ତାଙ୍କର ସମୁଦାୟ ଦେଶ ପ୍ରତି କୃତ ତାହାଙ୍କର କର୍ମ;
Odia IRV 2017 (ଓଡିଆ ବାଇବେଲ)
ପୁଣି ତାହାଙ୍କ ଚିହ୍ନସକଳ, ମିସର ମଧ୍ୟରେ ମିସରର ରାଜା ଫାରୋଙ୍କ ପ୍ରତି ଓ ତାଙ୍କର ସମୁଦାୟ ଦେଶ ପ୍ରତି କୃତ ତାହାଙ୍କର କର୍ମ;