Deuteronomy 11:30 — Compare Translations

5 translations compared side by side

Odia - 1840
"ସହେି ଦକ୍ସ୍ଟଇ ପର୍ବତ କି ୟର୍ଦ୍ଦନର ସପୋରି ସୂର୍ୟ୍ଯାସ୍ତ ପଥ ପ୍ରାନ୍ତ ରେ ଗିଲ୍ଗଲ୍ ସମ୍ମକ୍ସ୍ଟଖସ୍ଥ ପଦାନିବାସୀ କିଣାନୀଯମାନଙ୍କ ଦେଶ ରେ ମାରେିର ଆଲୋନ୍ତୋଟା ନିକଟରେ ନାହିଁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେହି ଦୁଇ ପର୍ବତ କି ଯର୍ଦ୍ଦନର ସେପାରି ସୂର୍ଯ୍ୟାସ୍ତ ପଥପ୍ରାନ୍ତରେ ଗିଲ୍ଗଲ୍ ସମ୍ମୁଖସ୍ଥ ପଦା ନିବାସୀ କିଣାନୀୟ-ମାନଙ୍କ ଦେଶରେ ମୋରିର ଅଲୋନ ତୋଟା ନିକଟରେ ନାହିଁ?
Odia Bible ERV 2004 (ପବିତ୍ର ବାଇବଲ)
ସେହି ଦୁଇ ପର୍ବତ କି ଯର୍ଦ୍ଦନର ସେପାରି ସୂର୍ଯ୍ୟାସ୍ତ ପଥ ପ୍ରାନ୍ତରେ ଗି‌‌ଲ୍‌‌ଗଲ୍ ସମ୍ମୁଖସ୍ଥ ପଦାନିବାସୀ କିଣାନୀୟମାନଙ୍କ ଦେଶରେ ମୋରିର ଅଲୋ‌ନ୍‌ତୋଟା ନିକଟରେ ନାହିଁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେହି ଦୁଇ ପର୍ବତ କି ଯର୍ଦ୍ଦନର ସେପାରି ସୂର୍ଯ୍ୟାସ୍ତ ପଥ ପ୍ରାନ୍ତରେ ଗିଲ୍‍ଗଲ୍‍ ସମ୍ମୁଖସ୍ଥ ପଦା ନିବାସୀ କିଣାନୀୟମାନଙ୍କ ଦେଶରେ ମୋରିର ଅଲୋନ ତୋଟା ନିକଟରେ ନାହିଁ?
Odia IRV 2017 (ଓଡିଆ ବାଇବେଲ)
ସେହି ଦୁଇ ପର୍ବତ କି ଯର୍ଦ୍ଦନର ସେପାରି ସୂର୍ଯ୍ୟାସ୍ତ ପଥ ପ୍ରାନ୍ତରେ ଗିଲ୍‍ଗଲ୍‍ ସମ୍ମୁଖସ୍ଥ ପଦା ନିବାସୀ କିଣାନୀୟମାନଙ୍କ ଦେଶରେ ମୋରିର ଅଲୋନ ତୋଟା ନିକଟରେ ନାହିଁ?