Deuteronomy 11:31 — Compare Translations
5 translations compared side by side
Odia - 1840
"କାରଣ ସଦାପ୍ରଭୁ ତୁମ୍ଭମାନଙ୍କର ପରମେଶ୍ବର ତୁମ୍ଭମାନଙ୍କୁ ଯେଉଁ ଦେଶ ଦେଉ ଅଛନ୍ତି, ତହିଁରେ ପ୍ରବେଶ କରି ତାହା ଅଧିକାର କରିବା ନିମନ୍ତେ ତୁମ୍ଭମାନେେ ୟର୍ଦ୍ଦନ ପାର ହାଇଯେିବ। ପକ୍ସ୍ଟଣି ତୁମ୍ଭମାନେେ ତାହା ଅଧିକାର କରିବ ଓ ତହିଁରେ ବାସ କରିବ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
କାରଣ ସଦାପ୍ରଭୁ ତୁମ୍ଭମାନଙ୍କ ପରମେଶ୍ଵର ତୁମ୍ଭମାନଙ୍କୁ ଯେଉଁ ଦେଶ ଦେଉଅଛନ୍ତି, ତହିଁରେ ପ୍ରବେଶ କରି ତାହା ଅଧିକାର କରିବା ନିମନ୍ତେ ତୁମ୍ଭେମାନେ ଯର୍ଦ୍ଦନ ପାର ହୋଇଯିବ, ପୁଣି ତୁମ୍ଭେମାନେ ତାହା ଅଧିକାର କରିବ ଓ ତହିଁରେ ବାସ କରିବ ।
Odia Bible ERV 2004 (ପବିତ୍ର ବାଇବଲ)
କାରଣ ସଦାପ୍ରଭୁ ତୁମ୍ଭମାନଙ୍କର ପରମେଶ୍ୱର ତୁମ୍ଭମାନଙ୍କୁ ଯେଉଁ ଦେଶ ଦେଉ ଅଛନ୍ତି, ତହିଁରେ ପ୍ରବେଶ କରି ତାହା ଅଧିକାର କରିବା ନିମନ୍ତେ ତୁମ୍ଭେମାନେ ଯର୍ଦ୍ଦନ ପାର ହୋଇଯିବ। ପୁଣି ତୁମ୍ଭେମାନେ ତାହା ଅଧିକାର କରିବ ଓ ତହିଁରେ ବାସ କରିବ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
କାରଣ ସଦାପ୍ରଭୁ ତୁମ୍ଭମାନଙ୍କ ପରମେଶ୍ୱର ତୁମ୍ଭମାନଙ୍କୁ ଯେଉଁ ଦେଶ ଦେଉଅଛନ୍ତି, ତହିଁରେ ପ୍ରବେଶ କରି ତାହା ଅଧିକାର କରିବା ନିମନ୍ତେ ତୁମ୍ଭେମାନେ ଯର୍ଦ୍ଦନ ପାର ହୋଇଯିବ, ପୁଣି ତୁମ୍ଭେମାନେ ତାହା ଅଧିକାର କରିବ ଓ ତହିଁରେ ବାସ କରିବ।
Odia IRV 2017 (ଓଡିଆ ବାଇବେଲ)
କାରଣ ସଦାପ୍ରଭୁ ତୁମ୍ଭମାନଙ୍କ ପରମେଶ୍ୱର ତୁମ୍ଭମାନଙ୍କୁ ଯେଉଁ ଦେଶ ଦେଉଅଛନ୍ତି, ତହିଁରେ ପ୍ରବେଶ କରି ତାହା ଅଧିକାର କରିବା ନିମନ୍ତେ ତୁମ୍ଭେମାନେ ଯର୍ଦ୍ଦନ ପାର ହୋଇଯିବ, ପୁଣି ତୁମ୍ଭେମାନେ ତାହା ଅଧିକାର କରିବ ଓ ତହିଁରେ ବାସ କରିବ।