Deuteronomy 11:32 — Compare Translations
5 translations compared side by side
Odia - 1840
"ଏଥିପାଇଁ ତୁମ୍ଭମାନେେ ସମସ୍ତ ବ୍ଯବସ୍ଥା ଓ ବିଧି ପାଳନ କରିବ, ଯାହା ମୁ ତୁମ୍ଭମାନଙ୍କୁ ଆଜି କହିବି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏନିମନ୍ତେ ମୁଁ ଆଜି ତୁମ୍ଭମାନଙ୍କ ସମ୍ମୁଖରେ ଯେ ଯେ ବିଧି ଓ ଶାସନ ରଖିଲି, ସେସବୁ ମାନ୍ୟ କରି ପାଳନ କରିବ ।
Odia Bible ERV 2004 (ପବିତ୍ର ବାଇବଲ)
ଏଥିପାଇଁ ତୁମ୍ଭେମାନେ ସମସ୍ତ ବ୍ୟବସ୍ଥା ଓ ବିଧି ପାଳନ କରିବ, ଯାହା ମୁଁ ତୁମ୍ଭମାନଙ୍କୁ ଆଜି କହିବି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏନିମନ୍ତେ ମୁଁ ଆଜି ତୁମ୍ଭମାନଙ୍କ ସମ୍ମୁଖରେ ଯେଉଁ ଯେଉଁ ବିଧି ଓ ଶାସନ ରଖିଲି, ସେସବୁ ମାନ୍ୟ କରି ପାଳନ କରିବ।
Odia IRV 2017 (ଓଡିଆ ବାଇବେଲ)
ଏନିମନ୍ତେ ମୁଁ ଆଜି ତୁମ୍ଭମାନଙ୍କ ସମ୍ମୁଖରେ ଯେଉଁ ଯେଉଁ ବିଧି ଓ ଶାସନ ରଖିଲି, ସେସବୁ ମାନ୍ୟ କରି ପାଳନ କରିବ।