Deuteronomy 11:4 — Compare Translations
5 translations compared side by side
Odia - 1840
"ତୁମ୍ଭର ପିଲାମାନେ ଜାଣି ନାହାଁନ୍ତି କିନ୍ତୁ ତୁମ୍ଭମାନେେ ଜାଣିଛ ଓ ଦେଖିଛ ଯେ ପରମେଶ୍ବର ମିଶରର ସୈନ୍ଯ ତାଙ୍କର ଅଶ୍ବାରୋହି ଓ ରଥାରୋହିମାନଙ୍କୁ କିପରି ଭାବେ ସୂଫ ସମକ୍ସ୍ଟଦ୍ର ରେ ନିକ୍ଷପେ କରିଛନ୍ତି। ତୁମ୍ଭମାନେେ ଦେଖିଛ ଯେ ସଦାପ୍ରଭୁ ସମାନଙ୍କେୁ କିଭଳି ସଂପୂର୍ଣ୍ଣ ଭାବରେ ଧ୍ବଂସ କରିଛନ୍ତି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି ମିସ୍ରୀୟ ସୈନ୍ୟ, ସେମାନଙ୍କ ଅଶ୍ଵ ଓ ସେମାନଙ୍କ ରଥ ପ୍ରତି ଯାହା ସେ କଲେ; ସେମାନେ ତୁମ୍ଭମାନଙ୍କ ପଶ୍ଚାତ୍ ତାଡ଼ନା କରିବା ବେଳେ ସେ ଯେଉଁ ପ୍ରକାରେ ସୂଫ ସାଗରର ଜଳ ସେମାନଙ୍କ ଉପରେ ବୁହାଇଲେ ଓ ସଦାପ୍ରଭୁ ଯେରୂପେ ସେମାନଙ୍କୁ ଆଜିଯାଏ ନଷ୍ଟ କରିଅଛନ୍ତି;
Odia Bible ERV 2004 (ପବିତ୍ର ବାଇବଲ)
ତୁମ୍ଭର ପିଲାମାନେ ଜାଣି ନାହାନ୍ତି କିନ୍ତୁ ତୁମ୍ଭେମାନେ ଜାଣିଛ ଓ ଦେଖିଛ ଯେ, ପରମେଶ୍ୱର ମିଶରର ସୈନ୍ୟ, ତାଙ୍କର ଅଶ୍ୱାରୋହୀ ଓ ରଥାରୋହୀମାନଙ୍କୁ କିପରି ଭାବେ ସୂଫସାଗରରେ ନିକ୍ଷେପ କରିଛନ୍ତି। ତୁମ୍ଭେମାନେ ଦେଖିଛ ଯେ ସଦାପ୍ରଭୁ ସେମାନଙ୍କୁ କିଭଳି ସମ୍ପୂର୍ଣ୍ଣ ଭାବରେ ଧ୍ୱଂସ କରିଛନ୍ତି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି ମିସରୀୟ ସୈନ୍ୟ, ସେମାନଙ୍କ ଅଶ୍ୱ ଓ ସେମାନଙ୍କ ରଥ ପ୍ରତି ଯାହା ସେ କଲେ; ସେମାନେ ତୁମ୍ଭମାନଙ୍କୁ ଗୋଡ଼ାଇବା ବେଳେ ସେ ଯେଉଁ ପ୍ରକାରେ ସୂଫ ସାଗରର ଜଳ ସେମାନଙ୍କ ଉପରେ ବୁହାଇଲେ ଓ ସଦାପ୍ରଭୁ ଯେରୂପେ ସେମାନଙ୍କୁ ଆଜିଯାଏ ନଷ୍ଟ କରିଅଛନ୍ତି;
Odia IRV 2017 (ଓଡିଆ ବାଇବେଲ)
ପୁଣି ମିସ୍ରୀୟ ସୈନ୍ୟ, ସେମାନଙ୍କ ଅଶ୍ୱ ଓ ସେମାନଙ୍କ ରଥ ପ୍ରତି ଯାହା ସେ କଲେ; ସେମାନେ ତୁମ୍ଭମାନଙ୍କୁ ଗୋଡ଼ାଇବା ବେଳେ ସେ ଯେଉଁ ପ୍ରକାରେ ସୂଫ ସାଗରର ଜଳ ସେମାନଙ୍କ ଉପରେ ବୁହାଇଲେ ଓ ସଦାପ୍ରଭୁ ଯେରୂପେ ସେମାନଙ୍କୁ ଆଜିଯାଏ ନଷ୍ଟ କରିଅଛନ୍ତି;