Deuteronomy 11:5 — Compare Translations

5 translations compared side by side

Odia - 1840
"ଏହି ସ୍ଥାନ ରେ ନ ପହଞ୍ଚିବା ପର୍ୟ୍ଯନ୍ତ ତୁମ୍ଭମାନଙ୍କ ପାଇଁ ସେ ମରକ୍ସ୍ଟଭୂମିରେ ଯାହା କଲେ ତୁମ୍ଭମାନେେ ସବୁକିଛି ଦେଖିଲ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି ଏ ସ୍ଥାନରେ ତୁମ୍ଭମାନଙ୍କ ଆଗମନ ପର୍ଯ୍ୟନ୍ତ ତୁମ୍ଭମାନଙ୍କ ପ୍ରତି ପ୍ରାନ୍ତରରେ ସେ ଯାହା ଯାହା କରିଅଛନ୍ତି;
Odia Bible ERV 2004 (ପବିତ୍ର ବାଇବଲ)
ଏହି ସ୍ଥାନରେ ନ ପହଞ୍ଚିବା ପର୍ଯ୍ୟନ୍ତ ତୁମ୍ଭମାନଙ୍କ ପାଇଁ ସେ ମରୁଭୂମିରେ ଯାହା କଲେ ତୁମ୍ଭେମାନେ ସବୁକିଛି ଦେଖିଲ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି ଏହି ସ୍ଥାନରେ ତୁମ୍ଭମାନଙ୍କ ଆଗମନ ପର୍ଯ୍ୟନ୍ତ ତୁମ୍ଭମାନଙ୍କ ପ୍ରତି ପ୍ରାନ୍ତରରେ ସେ ଯାହା ଯାହା କରିଅଛନ୍ତି;
Odia IRV 2017 (ଓଡିଆ ବାଇବେଲ)
ପୁଣି ଏହି ସ୍ଥାନରେ ତୁମ୍ଭମାନଙ୍କ ଆଗମନ ପର୍ଯ୍ୟନ୍ତ ତୁମ୍ଭମାନଙ୍କ ପ୍ରତି ପ୍ରାନ୍ତରରେ ସେ ଯାହା ଯାହା କରିଅଛନ୍ତି;