Deuteronomy 11:6 — Compare Translations

5 translations compared side by side

Odia - 1840
"ତୁମ୍ଭମାନେେ ଦେଖିଛ ରୂବନରେ ପକ୍ସ୍ଟତ୍ର ଇଲୀଯାବର ସନ୍ତାନ ଦାଥନକ୍ସ୍ଟ ଓ ଅବୀରାମ ପ୍ରତି ଯାହା ଯାହା ସବୁ ସେ କରିଛନ୍ତି, ପୃଥିବୀ ଯେପରି ଆପଣା ମକ୍ସ୍ଟଖ ବିସ୍ତାର କରି ସମସ୍ତ ଇଶ୍ରାୟେଲ ମଧ୍ଯବର୍ତ୍ତୀ ସମାନଙ୍କେୁ ଓ ସମାନଙ୍କେ ପରିଜନବର୍ଗଙ୍କକ୍ସ୍ଟ ଓ ସମାନଙ୍କେ ତମ୍ବୁ ଓ ସମାନଙ୍କେ ପଶ୍ଚାତବର୍ତ୍ତୀ ସମସ୍ତ ପ୍ରାଣୀକକ୍ସ୍ଟ ଗ୍ରାସ କଲା, ଏ ସମସ୍ତ ତୁମ୍ଭର ପିଲାମାନେ ଦେଖି ନାହାଁନ୍ତି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆଉ ରୁବେନର ପୁତ୍ର ଇଲୀୟାବର ସନ୍ତାନ ଦାଥନ୍ ଓ ଅବୀରାମ ପ୍ରତି ଯାହା ସେ କରିଅଛନ୍ତି; ପୃଥିବୀ ଯେରୂପେ ଆପଣା ମୁଖ ବିସ୍ତାର କରି ସମସ୍ତ ଇସ୍ରାଏଲ ମଧ୍ୟବର୍ତ୍ତୀ ସେମାନଙ୍କୁ ଓ ସେମାନଙ୍କ ପରିଜନବର୍ଗଙ୍କୁ ଓ ସେମାନଙ୍କ ତମ୍ଵୁ ଓ ସେମାନଙ୍କ ପଶ୍ଚାଦ୍ବର୍ତ୍ତୀ ସମସ୍ତ ପ୍ରାଣୀକି ଗ୍ରାସ କଲା, ଏ ସମସ୍ତ ସେମାନେ ଦେଖି ନାହାନ୍ତି;
Odia Bible ERV 2004 (ପବିତ୍ର ବାଇବଲ)
ତୁମ୍ଭେମାନେ ଦେଖିଛ ରୁବେ‌ନ୍‌ର ପୁତ୍ର ଇଲୀୟାବର ସନ୍ତାନ ଦାଥନୁ ଓ ଅବୀରାମ ପ୍ରତି ଯାହା ଯାହାସବୁ ସେ କରିଛନ୍ତି, ପୃଥିବୀ ଯେପରି ଆପଣା ମୁଖ ବିସ୍ତାର କରି ସମସ୍ତ ଇସ୍ରାଏଲ ମଧ୍ୟବର୍ତ୍ତୀ ସେମାନଙ୍କୁ ଓ ସେମାନଙ୍କ ପରିଜନବର୍ଗଙ୍କୁ ଓ ସେମାନଙ୍କ ତମ୍ବୁ ଓ ସେମାନଙ୍କ ପଶ୍ଚା‌ତ୍‌ବର୍ତ୍ତୀ ସମସ୍ତ ପ୍ରାଣୀକୁ ଗ୍ରାସ କଲା, ଏ ସମସ୍ତ ତୁମ୍ଭର ପିଲାମାନେ ଦେଖି ନାହାନ୍ତି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆଉ ରୁବେନ୍‍ର ପୁତ୍ର ଇଲୀୟାବ୍‍ର ସନ୍ତାନ ଦାଥନ ଓ ଅବୀରାମ ପ୍ରତି ଯାହା ସେ କରିଅଛନ୍ତି; ପୃଥିବୀ ଯେରୂପେ ଆପଣା ମୁଖ ବିସ୍ତାର କରି ସମସ୍ତ ଇସ୍ରାଏଲ ମଧ୍ୟବର୍ତ୍ତୀ ସେମାନଙ୍କୁ, ସେମାନଙ୍କ ପରିଜନବର୍ଗଙ୍କୁ, ସେମାନଙ୍କ ତମ୍ବୁ ଓ ସେମାନଙ୍କ ପଶ୍ଚାଦ୍‍ବର୍ତ୍ତୀ ସମସ୍ତ ପ୍ରାଣୀକୁ ଗ୍ରାସ କଲା, ଏହି ସମସ୍ତ ସେମାନେ ଦେଖି ନାହାନ୍ତି;
Odia IRV 2017 (ଓଡିଆ ବାଇବେଲ)
ଆଉ ରୁବେନ୍‍ର ପୁତ୍ର ଇଲୀୟାବ୍‍ର ସନ୍ତାନ ଦାଥନ ଓ ଅବୀରାମ୍ ପ୍ରତି ଯାହା ସେ କରିଅଛନ୍ତି; ପୃଥିବୀ ଯେରୂପେ ଆପଣା ମୁଖ ବିସ୍ତାର କରି ସମସ୍ତ ଇସ୍ରାଏଲ ମଧ୍ୟବର୍ତ୍ତୀ ସେମାନଙ୍କୁ, ସେମାନଙ୍କ ପରିଜନବର୍ଗଙ୍କୁ, ସେମାନଙ୍କ ତମ୍ବୁ ଓ ସେମାନଙ୍କ ପଶ୍ଚାଦ୍‍ବର୍ତ୍ତୀ ସମସ୍ତ ପ୍ରାଣୀକୁ ଗ୍ରାସ କଲା, ଏହି ସମସ୍ତ ସେମାନେ ଦେଖି ନାହାନ୍ତି;