Deuteronomy 11:7 — Compare Translations

5 translations compared side by side

Odia - 1840
"ତୁମ୍ଭମାନେେ ସଦାପ୍ରଭୁଙ୍କର ସମସ୍ତ ମହାନ କର୍ମ ଦେଖିଅଛ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ମାତ୍ର ତୁମ୍ଭମାନଙ୍କର ଚକ୍ଷୁ ସଦାପ୍ରଭୁଙ୍କ କୃତ ସକଳ ମହାକର୍ମ ଦେଖିଅଛି ।
Odia Bible ERV 2004 (ପବିତ୍ର ବାଇବଲ)
ତୁମ୍ଭେମାନେ ସଦାପ୍ରଭୁଙ୍କର ସମସ୍ତ ମହାନ କର୍ମ ଦେଖିଅଛ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ମାତ୍ର ତୁମ୍ଭମାନଙ୍କର ଚକ୍ଷୁ ସଦାପ୍ରଭୁଙ୍କ କୃତ ସକଳ ମହାକର୍ମ ଦେଖିଅଛି।
Odia IRV 2017 (ଓଡିଆ ବାଇବେଲ)
ମାତ୍ର ତୁମ୍ଭମାନଙ୍କର ଚକ୍ଷୁ ସଦାପ୍ରଭୁଙ୍କ କୃତ ସକଳ ମହାକର୍ମ ଦେଖିଅଛି।