Deuteronomy 11:8 — Compare Translations

5 translations compared side by side

Odia - 1840
"ତେଣୁ ତୁମ୍ଭମାନେେ ତାଙ୍କର ସମସ୍ତ ନିର୍ଦ୍ଦେଶ ମାନିବ, ମୁ ଯାହାସବୁ ତୁମ୍ଭମାନଙ୍କୁ କହିବ। ତବେେ ତୁମ୍ଭମାନେେ ଶକ୍ତିଶାଳୀ ହବେ ଏବଂ ଯେଉଁ ଦେଶ ଅଧିକାର କରିବାକୁ ୟର୍ଦ୍ଦନ ପାର ହାଇେ ଯାଉଅଛ ତହିଁରେ ପ୍ରବେଶ କରି ଅଧିକାର କରିବ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏନିମନ୍ତେ ଆଜି ମୁଁ ତୁମ୍ଭମାନଙ୍କୁ ଯେ ଯେ ଆଜ୍ଞା ଦେଉଅଛି, ତୁମ୍ଭେମାନେ ସେସବୁ ଆଜ୍ଞା ପାଳନ କରିବ; ତହିଁରେ ତୁମ୍ଭେମାନେ ବଳବାନ ହେବ, ପୁଣି ଯେଉଁ ଦେଶ ଅଧିକାର କରିବାକୁ ପାର ହୋଇ ଯାଉଅଛ, ତହିଁରେ ପ୍ରବେଶ କରି ଅଧିକାର କରିବ;
Odia Bible ERV 2004 (ପବିତ୍ର ବାଇବଲ)
“ତେଣୁ ତୁମ୍ଭେମାନେ ତାଙ୍କର ସମସ୍ତ ନିର୍ଦ୍ଦେଶ ମାନିବ, ମୁଁ ଯାହାସବୁ ତୁମ୍ଭମାନଙ୍କୁ କହିବି। ତେବେ ତୁମ୍ଭେମାନେ ଶକ୍ତିଶାଳୀ ହେବ ଏବଂ ଯେଉଁ ଦେଶ ଅଧିକାର କରିବାକୁ ଯର୍ଦ୍ଦନ ପାର ହୋଇ ଯାଉଅଛ ତହିଁରେ ପ୍ରବେଶ କରି ଅଧିକାର କରିବ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏଥିପାଇଁ ଆଜି ମୁଁ ତୁମ୍ଭମାନଙ୍କୁ ଯେଉଁ ଯେଉଁ ଆଜ୍ଞା ଦେଉଅଛି, ତୁମ୍ଭେମାନେ ସେହି ସବୁ ଆଜ୍ଞା ପାଳନ କରିବ; ତହିଁରେ ତୁମ୍ଭେମାନେ ବଳବାନ ହେବ, ପୁଣି ଯେଉଁ ଦେଶ ଅଧିକାର କରିବାକୁ ପାର ହୋଇ ଯାଉଅଛ, ତହିଁରେ ପ୍ରବେଶ କରି ଅଧିକାର କରିବ;
Odia IRV 2017 (ଓଡିଆ ବାଇବେଲ)
ଏଥିପାଇଁ ଆଜି ମୁଁ ତୁମ୍ଭମାନଙ୍କୁ ଯେଉଁ ଯେଉଁ ଆଜ୍ଞା ଦେଉଅଛି, ତୁମ୍ଭେମାନେ ସେହି ସବୁ ଆଜ୍ଞା ପାଳନ କରିବ; ତହିଁରେ ତୁମ୍ଭେମାନେ ବଳବାନ ହେବ, ପୁଣି ଯେଉଁ ଦେଶ ଅଧିକାର କରିବାକୁ ପାର ହୋଇ ଯାଉଅଛ, ତହିଁରେ ପ୍ରବେଶ କରି ଅଧିକାର କରିବ;