Deuteronomy 11:9 — Compare Translations

5 translations compared side by side

Odia - 1840
"ସେଥିପାଇଁ ତୁମ୍ଭମାନେେ ସହେି ଦକ୍ସ୍ଟଗ୍ଧ ମଧକ୍ସ୍ଟ ପ୍ରବାହିତ ଦେଶ ରେ ଦୀର୍ଘ୍ଯ ଦିନ ବାସ କରିବ। ଏହି ଦେଶ ସଦାପ୍ରଭୁ ତୁମ୍ଭମାନଙ୍କର ପୂର୍ବପୁରୁଷ ଓ ସମାନଙ୍କେର ଭବିଷ୍ଯଦ୍ ବଂଶଧରମାନଙ୍କୁ ଦବୋ ପାଇଁ ପ୍ରତିଜ୍ଞା କରିଥିଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆଉ ସଦାପ୍ରଭୁ ତୁମ୍ଭମାନଙ୍କ ପୂର୍ବପୁରୁଷମାନଙ୍କୁ ଓ ସେମାନଙ୍କ ବଂଶକୁ ଯେଉଁ ଦେଶ ଦେବା ପାଇଁ ଶପଥ କରିଅଛନ୍ତି, ସେହି ଦୁଗ୍ଧମଧୁପ୍ରବାହୀ ଦେଶରେ ତୁମ୍ଭେମାନେ ଆପଣାମାନଙ୍କ ଦିନ ବଢ଼ାଇ ପାରିବ ।
Odia Bible ERV 2004 (ପବିତ୍ର ବାଇବଲ)
ସେଥିପାଇଁ ତୁମ୍ଭେମାନେ ସେହି ଦୁ‌‌ଗ୍‌‌ଧମଧୁପ୍ରବାହୀତ ଦେଶରେ ଦୀର୍ଘ ଦିନ ବାସ କରିବ। ଏହି ଦେଶ ସଦାପ୍ରଭୁ ତୁମ୍ଭମାନଙ୍କର ପୂର୍ବପୁରୁଷ ଓ ସେମାନଙ୍କର ଭବିଷ୍ୟଦ୍ ବଂଶଧରମାନଙ୍କୁ ଦେବା ପାଇଁ ପ୍ରତିଜ୍ଞା କରିଥିଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆଉ ସଦାପ୍ରଭୁ ତୁମ୍ଭମାନଙ୍କ ପୂର୍ବପୁରୁଷମାନଙ୍କୁ ଓ ସେମାନଙ୍କ ବଂଶକୁ ଯେଉଁ ଦେଶ ଦେବା ପାଇଁ ଶପଥ କରିଅଛନ୍ତି, ସେହି ଦୁଗ୍ଧ ଓ ମଧୁ ପ୍ରବାହୀ ଦେଶରେ ତୁମ୍ଭେମାନେ ଆପଣାମାନଙ୍କ ଦିନ ବଢ଼ାଇ ପାରିବ।
Odia IRV 2017 (ଓଡିଆ ବାଇବେଲ)
ଆଉ ସଦାପ୍ରଭୁ ତୁମ୍ଭମାନଙ୍କ ପୂର୍ବପୁରୁଷମାନଙ୍କୁ ଓ ସେମାନଙ୍କ ବଂଶକୁ ଯେଉଁ ଦେଶ ଦେବା ପାଇଁ ଶପଥ କରିଅଛନ୍ତି, ସେହି ଦୁଗ୍ଧ ଓ ମଧୁ ପ୍ରବାହୀ ଦେଶରେ ତୁମ୍ଭେମାନେ ଆପଣାମାନଙ୍କ ଦିନ ବଢ଼ାଇ ପାରିବ।