Deuteronomy 12:1 — Compare Translations
5 translations compared side by side
Odia - 1840
"ଏହି ନିଯମ ବିଧିସବୁ ତୁମ୍ଭମାନଙ୍କୁ ତୁମ୍ଭମାନଙ୍କର ଏହି ନୂତନ ଦେଶ ରେ ମାନିବାକକ୍ସ୍ଟ ହବେ। ସଦାପ୍ରଭୁ ତୁମ୍ଭମାନଙ୍କର ପୂର୍ବପୁରୁଷମାନଙ୍କର ପରମେଶ୍ବର ତୁମ୍ଭମାନଙ୍କର ଅଧିକାର ନିମନ୍ତେ ଯେଉଁ ଦେଶ ଦଇେଛନ୍ତି, ସେ ଦେଶ ରେ ଜୀବିତ ଥିବା ପର୍ୟ୍ଯନ୍ତ ତାଙ୍କର ଏହି ବିଧିସକଳ ମାନିବ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସଦାପ୍ରଭୁ ତୁମ୍ଭ ପୂର୍ବପୁରୁଷମାନଙ୍କ ପରମେଶ୍ଵର ତୁମ୍ଭକୁ ଯେଉଁ ଦେଶ ଅଧିକାର ନିମନ୍ତେ ଦେଇଅଛନ୍ତି, ସେହି ଦେଶରେ ତୁମ୍ଭମାନଙ୍କର ପୃଥିବୀରେ ଜୀବିତ ଥିବା ସମସ୍ତ ଦିନ ଯେସକଳ ବିଧି ଓ ଶାସନ ମାନ୍ୟ କରି ପାଳନ କରିବାକୁ ହେବ, ତାହା ଏହି ।
Odia Bible ERV 2004 (ପବିତ୍ର ବାଇବଲ)
ସଦାପ୍ରଭୁଙ୍କର ଉପାସନାସ୍ଥଳ “ଏହି ନିୟମ ବିଧିସବୁ ତୁମ୍ଭମାନଙ୍କୁ ତୁମ୍ଭମାନଙ୍କର ଏହି ନୂତନ ଦେଶରେ ମାନିବାକୁ ହେବ। ସଦାପ୍ରଭୁ ତୁମ୍ଭମାନଙ୍କର ପୂର୍ବପୁରୁଷମାନଙ୍କର ପରମେଶ୍ୱର ତୁମ୍ଭମାନଙ୍କର ଅଧିକାର ନିମନ୍ତେ ଯେଉଁ ଦେଶ ଦେଇଛନ୍ତି, ସେହି ଦେଶରେ ଜୀବିତ ଥିବା ପର୍ଯ୍ୟନ୍ତ ତାଙ୍କର ଏହି ବିଧିସକଳ ମାନିବ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସଦାପ୍ରଭୁ ତୁମ୍ଭ ପୂର୍ବପୁରୁଷମାନଙ୍କ ପରମେଶ୍ୱର ତୁମ୍ଭକୁ ଯେଉଁ ଦେଶ ଅଧିକାର ନିମନ୍ତେ ଦେଇଅଛନ୍ତି, ସେହି ଦେଶରେ ତୁମ୍ଭମାନଙ୍କର ଏହି ପୃଥିବୀରେ ଜୀବିତ ଥିବା ସମସ୍ତ ଦିନ ଯେଉଁ ସକଳ ବିଧି ଓ ଶାସନ ମାନ୍ୟ କରି ପାଳନ କରିବାକୁ ହେବ, ତାହା ଏହି।
Odia IRV 2017 (ଓଡିଆ ବାଇବେଲ)