Deuteronomy 12:10 — Compare Translations
5 translations compared side by side
Odia - 1840
"କିନ୍ତୁ ସଦାପ୍ରଭୁ ତୁମ୍ଭମାନଙ୍କ ପରମେଶ୍ବର ଯେଉଁ ଦେଶ ତୁମ୍ଭମାନଙ୍କୁ ଅଧିକାର କରାଇବେ, ସଠାେକକ୍ସ୍ଟ ତୁମ୍ଭମାନେେ ଯେତବେେଳେ ୟର୍ଦ୍ଦନ ପାର ହାଇେ ୟିବ ଓ ସଠାେରେ ପହଞ୍ଚିବ। ସେ ତୁମ୍ଭମାନଙ୍କ ଚତକ୍ସ୍ଟର୍ଦ୍ଦିଗସ୍ତ ସମସ୍ତ ଶତୃଗଣଠାରକ୍ସ୍ଟ ତୁମ୍ଭମାନଙ୍କୁ ବିଶ୍ରାମ ଦବେେ, ଏବଂ ତୁମ୍ଭମାନେେ ନିର୍ଭୟ ରେ ବାସ କରିବ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ମାତ୍ର ସଦାପ୍ରଭୁ ତୁମ୍ଭମାନଙ୍କ ପରମେଶ୍ଵର ଯେଉଁ ଦେଶ ଅଧିକାର କରାଇବେ, ସେଠାକୁ ଯେତେବେଳେ ତୁମ୍ଭେମାନେ ଯର୍ଦ୍ଦନ ପାର ହୋଇଯିବ ଓ ତହିଁରେ ବାସ କରିବ, ଆଉ ସେ ତୁମ୍ଭମାନଙ୍କ ଚତୁର୍ଦ୍ଦିଗସ୍ଥ ସମସ୍ତ ଶତ୍ରୁଠାରୁ ତୁମ୍ଭମାନଙ୍କୁ ବିଶ୍ରାମ ଦେଲେ ତୁମ୍ଭେମାନେ ଯେତେବେଳେ ନିର୍ଭୟରେ ବାସ କରିବ;
Odia Bible ERV 2004 (ପବିତ୍ର ବାଇବଲ)
କିନ୍ତୁ ସଦାପ୍ରଭୁ ତୁମ୍ଭମାନଙ୍କ ପରମେଶ୍ୱର ଯେଉଁ ଦେଶ ତୁମ୍ଭମାନଙ୍କୁ ଅଧିକାର କରାଇବେ, ସେଠାକୁ ତୁମ୍ଭେମାନେ ଯେତେବେଳେ ଯର୍ଦ୍ଦନ ପାର ହୋଇଯିବ ଓ ସେଠାରେ ପହଞ୍ଚିବ। ସେ ତୁମ୍ଭମାନଙ୍କ ଚତୁର୍ଦ୍ଦିଗସ୍ଥ ସମସ୍ତ ଶତ୍ରୁଗଣଠାରୁ ତୁମ୍ଭମାନଙ୍କୁ ବିଶ୍ରାମ ଦେବେ, ଏବଂ ତୁମ୍ଭେମାନେ ନିର୍ଭୟରେ ବାସ କରିବ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ମାତ୍ର ସଦାପ୍ରଭୁ ତୁମ୍ଭମାନଙ୍କ ପରମେଶ୍ୱର ଯେଉଁ ଦେଶ ଅଧିକାର କରାଇବେ, ସେଠାକୁ ଯେତେବେଳେ ତୁମ୍ଭେମାନେ ଯର୍ଦ୍ଦନ ପାର ହୋଇଯିବ ଓ ତହିଁରେ ବାସ କରିବ, ଆଉ ସେ ତୁମ୍ଭମାନଙ୍କ ଚତୁର୍ଦ୍ଦିଗସ୍ଥ ସମସ୍ତ ଶତ୍ରୁଠାରୁ ତୁମ୍ଭମାନଙ୍କୁ ବିଶ୍ରାମ ଦେଲେ ତୁମ୍ଭେମାନେ ଯେତେବେଳେ ନିର୍ଭୟରେ ବାସ କରିବ;
Odia IRV 2017 (ଓଡିଆ ବାଇବେଲ)