Deuteronomy 12:11 — Compare Translations

5 translations compared side by side

Odia - 1840
"ସେତବେେଳେ ସଦାପ୍ରଭୁ ତୁମ୍ଭମାନଙ୍କ ପରମେଶ୍ବର ଆପଣା ନାମ ବାସ କରିବା ପାଇଁ ଯେଉଁ ସ୍ଥାନ ନିରୂପିତ କରିବେ ସହେ ସ୍ଥାନକକ୍ସ୍ଟ ତୁମ୍ଭମାନେେ ମାରେ ଆଜ୍ଞା ଅନକ୍ସ୍ଟସା ରେ ନିଜ ନିଜ ହୋମ ନବୈେଦ୍ଯ ଓ ନିଜ ନିଜ ବଳିଦାନ, ନିଜ ଆଯର ଦଶମାଂଶ ଓ ନିଜ ନିଜ ହସ୍ତର ଉତ୍ତଳନୀଯ ଉପହାର ଓ ସଦାପ୍ରଭୁଙ୍କ ଉଦ୍ଦେଶ୍ଯ ରେ ମନାସିଲାର ତୁମ୍ଭମାନଙ୍କର ସକଳ ମନୋନୀତ ମାନତ ଆଣିବ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେତେବେଳେ ସଦାପ୍ରଭୁ ତୁମ୍ଭମାନଙ୍କ ପରମେଶ୍ଵର ଆପଣା ନାମ ବାସ କରିବା ପାଇଁ ଯେଉଁ ସ୍ଥାନ ମନୋନୀତ କରିବେ, ସେହି ସ୍ଥାନକୁ ତୁମ୍ଭେମାନେ ମୋହର ଆଜ୍ଞାନୁସାରେ ଆପଣା ଆପଣା ହୋମ-ନୈବେଦ୍ୟ ଓ ଆପଣା ଆପଣା ବଳିଦାନ, ଆପଣା ଆପଣା ଦଶମାଂଶ ଓ ଆପଣା ଆପଣା ହସ୍ତର ଉତ୍ତୋଳନୀୟ ଉପହାର ଓ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ମନାସିଲାର ତୁମ୍ଭମାନଙ୍କ ସକଳ ମନୋନୀତ ମାନତ ଆଣିବ ।
Odia Bible ERV 2004 (ପବିତ୍ର ବାଇବଲ)
ସେତେବେଳେ ସଦାପ୍ରଭୁ ତୁମ୍ଭମାନଙ୍କ ପରମେଶ୍ୱର ଆପଣା ନାମ ବାସ କରିବା ପାଇଁ ଯେଉଁ ସ୍ଥାନ ନିରୂପିତ କରିବେ ସେହି ସ୍ଥାନକୁ ତୁମ୍ଭେମାନେ ମୋର ଆଜ୍ଞା ଅନୁସାରେ ନିଜ ନିଜ ହୋମ ନୈବେଦ୍ୟ ଓ ନିଜ ନିଜ ବଳିଦାନ, ନିଜ ଆୟର ଦଶମାଂଶ ଓ ନିଜ ନିଜ ହସ୍ତର ଉତ୍ତଳନୀୟ ଉପହାର ଓ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ମନାସିଲାର ତୁମ୍ଭମାନଙ୍କର ସକଳ ମନୋନୀତ ମାନତ ଆଣିବ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେତେବେଳେ ସଦାପ୍ରଭୁ ତୁମ୍ଭମାନଙ୍କ ପରମେଶ୍ୱର ଆପଣା ନାମ ବାସ କରିବା ପାଇଁ ଯେଉଁ ସ୍ଥାନ ମନୋନୀତ କରିବେ, ସେହି ସ୍ଥାନକୁ ତୁମ୍ଭେମାନେ ମୋହର ଆଜ୍ଞାନୁସାରେ ଆପଣା ଆପଣା ହୋମ-ନୈବେଦ୍ୟ ଓ ଆପଣା ଆପଣା ବଳିଦାନ, ଆପଣା ଆପଣା ଦଶମାଂଶ, ଆପଣା ଆପଣା ହସ୍ତର ଉତ୍ତୋଳନୀୟ ଉପହାର ଓ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ମନାସିବାର ତୁମ୍ଭମାନଙ୍କ ସକଳ ମନୋନୀତ ମାନତ ଆଣିବ।
Odia IRV 2017 (ଓଡିଆ ବାଇବେଲ)