Deuteronomy 12:13 — Compare Translations

5 translations compared side by side

Odia - 1840
"ସାବଧାନ ହବେ, ଯେଉଁ ସ୍ଥାନସବୁ ଦେଖିବ ପ୍ରେତ୍ୟକକ ସ୍ଥାନ ରେ ହାମବେଳି ଉତ୍ସର୍ଗ କରିବ ନାହିଁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆପଣା ବିଷୟରେ ସାବଧାନ ହୁଅ, ଯେ ପ୍ରତ୍ୟେକ ସ୍ଥାନ ତୁମ୍ଭେ ଦେଖିବ, ଯେପରି ସେସବୁ ସ୍ଥାନରେ ଆପଣା ହୋମବଳି ଉତ୍ସର୍ଗ ନ କର ।
Odia Bible ERV 2004 (ପବିତ୍ର ବାଇବଲ)
ସାବଧାନ ହେବ, ଯେଉଁ ସ୍ଥାନସବୁ ଦେଖିବ ପ୍ରତ୍ୟେକ ସ୍ଥାନରେ ହୋମବଳି ଉତ୍ସର୍ଗ କରିବ ନାହିଁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆପଣା ବିଷୟରେ ସାବଧାନ ହୁଅ, ଯେଉଁ ପ୍ରତ୍ୟେକ ସ୍ଥାନ ତୁମ୍ଭେ ଦେଖିବ, ଯେପରି ସେସବୁ ସ୍ଥାନରେ ଆପଣା ହୋମବଳି ଉତ୍ସର୍ଗ ନ କର।
Odia IRV 2017 (ଓଡିଆ ବାଇବେଲ)
ଆପଣା ବିଷୟରେ ସାବଧାନ ହୁଅ, ଯେଉଁ ପ୍ରତ୍ୟେକ ସ୍ଥାନ ତୁମ୍ଭେ ଦେଖିବ, ଯେପରି ସେସବୁ ସ୍ଥାନରେ ଆପଣା ହୋମବଳି ଉତ୍ସର୍ଗ ନ କର।