Deuteronomy 12:14 — Compare Translations

5 translations compared side by side

Odia - 1840
"ତୁମ୍ଭମାନଙ୍କର ଗୋଟିଏ ପରିବାର ପରମେଶ୍ବର ତୁମ୍ଭମାନଙ୍କ ପାଇଁ ଯେଉଁସ୍ଥାନ ମନୋନୀତ କରିଛନ୍ତି, କବଳେ ସହେି ସ୍ଥାନ ରେ ତୁମ୍ଭମାନେେ ତୁମ୍ଭମାନଙ୍କର ହାମବେଳି ଓ ସେ ତୁମ୍ଭକୁ ଯେଉଁସବୁ ଆଜ୍ଞା ଦଇେଛନ୍ତି, ତାହାସବୁ ସହେିଠା ରେ ଉତ୍ସର୍ଗ କରିବା ଉଚିତ୍।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ମାତ୍ର ସଦାପ୍ରଭୁ ତୁମ୍ଭ ବଂଶ ମଧ୍ୟରୁ ଯେଉଁ ସ୍ଥାନ ମନୋନୀତ କରିବେ, ସେହି ସ୍ଥାନରେ ତୁମ୍ଭେ ଆପଣା ହୋମବଳିଦାନାଦି ଉତ୍ସର୍ଗ କରିବ ଓ ଆମ୍ଭେ ତୁମ୍ଭକୁ ଯାହା ଯାହା ଆଜ୍ଞା କରୁଅଛୁ, ତାହାସବୁ ସେଠାରେ କରିବ ।
Odia Bible ERV 2004 (ପବିତ୍ର ବାଇବଲ)
ତୁମ୍ଭମାନଙ୍କର ଗୋଟିଏ ପରିବାର ପରମେଶ୍ୱର ତୁମ୍ଭମାନଙ୍କ ପାଇଁ ଯେଉଁସ୍ଥାନ ମନୋନୀତ କରିଛନ୍ତି, କେବଳ ସେହି ସ୍ଥାନରେ ତୁମ୍ଭେମାନେ ତୁମ୍ଭମାନଙ୍କର ହୋମବଳି ଓ ସେ ତୁମ୍ଭକୁ ଯେଉଁସବୁ ଆଜ୍ଞା ଦେଇଛନ୍ତି, ତାହା ସବୁ ସେହିଠାରେ ଉତ୍ସର୍ଗ କରିବା ଉଚିତ୍।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ମାତ୍ର ସଦାପ୍ରଭୁ ତୁମ୍ଭ ବଂଶ ମଧ୍ୟରୁ ଯେଉଁ ସ୍ଥାନ ମନୋନୀତ କରିବେ, ସେହି ସ୍ଥାନରେ ତୁମ୍ଭେ ଆପଣା ହୋମବଳିଦାନାଦି ଉତ୍ସର୍ଗ କରିବ ଓ ଆମ୍ଭେ ତୁମ୍ଭକୁ ଯାହା ଯାହା ଆଜ୍ଞା କରୁଅଛୁ, ତାହାସବୁ ସେଠାରେ କରିବ।
Odia IRV 2017 (ଓଡିଆ ବାଇବେଲ)
ମାତ୍ର ସଦାପ୍ରଭୁ ତୁମ୍ଭ ବଂଶ ମଧ୍ୟରୁ ଯେଉଁ ସ୍ଥାନ ମନୋନୀତ କରିବେ, ସେହି ସ୍ଥାନରେ ତୁମ୍ଭେ ଆପଣା ହୋମବଳିଦାନାଦି ଉତ୍ସର୍ଗ କରିବ ଓ ଆମ୍ଭେ ତୁମ୍ଭକୁ ଯାହା ଯାହା ଆଜ୍ଞା କରୁଅଛୁ, ତାହାସବୁ ସେଠାରେ କରିବ।