Deuteronomy 12:15 — Compare Translations

5 translations compared side by side

Odia - 1840
"ତୁମ୍ଭମାନେେ ଯେଉଁଠା ରେ ବାସ କରିବ, ସଠାେରେ ତୁମ୍ଭମାନେେ କୃଷ୍ନସାର ଓ ମୃଗ ଜାତୀଯ ସକ୍ସ୍ଟସ୍ଥ ପ୍ରାଣୀ ବଧକରି ଆପଣା ଇଛା ମତେ ଖାଇ ପାରିବ। ସଦାପ୍ରଭୁ ତୁମ୍ଭମାନଙ୍କର ପରମେଶ୍ବରଙ୍କଠାରକ୍ସ୍ଟ ପ୍ରାଲ୍ଗ ଆଶୀର୍ବାଦ ଅନକ୍ସ୍ଟସା ରେ ଶକ୍ସ୍ଟଚି ଓ ଅଶକ୍ସ୍ଟଚି ଲୋକମାନେ ମଧ୍ଯ ଏହି ମାଂସ ଭକ୍ଷଣ କରିପାରିବେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତଥାପି ତୁମ୍ଭେ ଆପଣା ପ୍ରାଣର ବାଞ୍ଛାମତେ ସଦାପ୍ରଭୁ ତୁମ୍ଭ ପରମେଶ୍ଵରଙ୍କଠାରୁ ପ୍ରାପ୍ତ ଆଶୀର୍ବାଦ ଅନୁସାରେ ଆପଣାର ସମସ୍ତ ନଗରଦ୍ଵାର ଭିତରେ ପଶୁ ବଧ କରି ମାଂସ ଭୋଜନ କରି ପାରିବ; ଶୁଚି ଓ ଅଶୁଚି ଲୋକ, କୃଷ୍ଣସାର ଓ ହରିଣର ମାଂସ ତୁଲ୍ୟ ତାହା ଭୋଜନ କରି ପାରିବେ ।
Odia Bible ERV 2004 (ପବିତ୍ର ବାଇବଲ)
“ତୁମ୍ଭେମାନେ ଯେଉଁଠାରେ ବାସ କରିବ, ସେଠାରେ ତୁମ୍ଭେମାନେ କୃଷ୍ଣସାର ଓ ମୃଗ ଜାତୀୟ ସୁସ୍ଥ ପ୍ରାଣୀ ବଧ କରି ଆପଣା ଇଚ୍ଛାମତେ ଖାଇ ପାରିବ। ସଦାପ୍ରଭୁ ତୁମ୍ଭମାନଙ୍କର ପରମେଶ୍ୱରଙ୍କଠାରୁ ପ୍ରାପ୍ତ ଆଶୀର୍ବାଦ ଅନୁସାରେ ଶୁଚି ଓ ଅଶୁଚି ଲୋକମାନେ ମଧ୍ୟ ଏହି ମାଂସ ଭକ୍ଷ୍ୟଣ କରି ପାରିବେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତଥାପି ତୁମ୍ଭେ ଆପଣା ପ୍ରାଣର ବାଞ୍ଛାମତେ ସଦାପ୍ରଭୁ ତୁମ୍ଭ ପରମେଶ୍ୱରଙ୍କଠାରୁ ପ୍ରାପ୍ତ ଆଶୀର୍ବାଦ ଅନୁସାରେ ଆପଣାର ସମସ୍ତ ନଗର-ଦ୍ୱାର ଭିତରେ ପଶୁ ବଧ କରି ମାଂସ ଭୋଜନ କରି ପାରିବ; ଶୁଚି ଓ ଅଶୁଚି ଲୋକ, କୃଷ୍ଣସାର ଓ ହରିଣର ମାଂସ ତୁଲ୍ୟ ତାହା ଭୋଜନ କରି ପାରିବେ।
Odia IRV 2017 (ଓଡିଆ ବାଇବେଲ)
ତଥାପି ତୁମ୍ଭେ ଆପଣା ପ୍ରାଣର ବାଞ୍ଛାମତେ ସଦାପ୍ରଭୁ ତୁମ୍ଭ ପରମେଶ୍ୱରଙ୍କଠାରୁ ପ୍ରାପ୍ତ ଆଶୀର୍ବାଦ ଅନୁସାରେ ଆପଣାର ସମସ୍ତ ନଗରଦ୍ୱାର ଭିତରେ ପଶୁ ବଧ କରି ମାଂସ ଭୋଜନ କରି ପାରିବ; ଶୁଚି ଓ ଅଶୁଚି ଲୋକ, କୃଷ୍ଣସାର ଓ ହରିଣର ମାଂସ ତୁଲ୍ୟ ତାହା ଭୋଜନ କରି ପାରିବେ।