Deuteronomy 12:16 — Compare Translations

5 translations compared side by side

Odia - 1840
"ତୁମ୍ଭମାନେେ ରକ୍ତ ଭୋଜନ କରିବ ନାହିଁ। ଜଳତକ୍ସ୍ଟଲ୍ଯ ତାହା ଭୂମିରେ ଢାଳି ଦବେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
କେବଳ ତୁମ୍ଭେମାନେ ରକ୍ତ ଭୋଜନ କରିବ ନାହିଁ; ତୁମ୍ଭେ ଜଳ ତୁଲ୍ୟ ତାହା ଭୂମିରେ ଢାଳି ଦେବ ।
Odia Bible ERV 2004 (ପବିତ୍ର ବାଇବଲ)
ତୁମ୍ଭେମାନେ ରକ୍ତ ଭୋଜନ କରିବ ନାହିଁ। ଜଳତୁଲ୍ୟ ତାହା ଭୂମିରେ ଢାଳି ଦେବ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
କେବଳ ତୁମ୍ଭେମାନେ ରକ୍ତ ଭୋଜନ କରିବ ନାହିଁ; ତୁମ୍ଭେ ଜଳ ତୁଲ୍ୟ ତାହା ଭୂମିରେ ଢାଳି ଦେବ।
Odia IRV 2017 (ଓଡିଆ ବାଇବେଲ)
କେବଳ ତୁମ୍ଭେମାନେ ରକ୍ତ ଭୋଜନ କରିବ ନାହିଁ; ତୁମ୍ଭେ ଜଳ ତୁଲ୍ୟ ତାହା ଭୂମିରେ ଢାଳି ଦେବ।