Deuteronomy 12:17 — Compare Translations

5 translations compared side by side

Odia - 1840
" କେତକେ ଦ୍ରବ୍ଯ ତୁମ୍ଭମାନେେ ଭକ୍ଷଣ କରିବ ନାହିଁ ଯେଉଁଠା ରେ ତୁମ୍ଭମାନେେ ବାସ କରିବ, ସଗେକ୍ସ୍ଟଡିକ ହେଲା, ଯଥା:ଆପଣା ଶସ୍ଯର କି ଦ୍ରାକ୍ଷାରସର କି ତୈଳର ଦଶମାଂଶ କି ଗୋମଷୋଦିର ପ୍ରଥମଜାତ କିମ୍ବା ତକ୍ସ୍ଟମ୍ଭ ମନାସିଲାର ପ୍ରତିଜ୍ଞା ଦ୍ରବ୍ଯ କିଅବା ତକ୍ସ୍ଟମ୍ଭ ସ୍ବେଛାଦତ୍ତ ନବୈେଦ୍ଯ, କି ତକ୍ସ୍ଟମ୍ଭ ହସ୍ତର ଉତ୍ତୋଳନୀଯ ଉପହାର।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତୁମ୍ଭେ ଆପଣା ଶସ୍ୟର କି ଦ୍ରାକ୍ଷାରସର କି ତୈଳର ଦଶମାଂଶ, କି ଗୋମେଷାଦିର ପ୍ରଥମଜାତ, କିଅବା ତୁମ୍ଭ ମନାସିଲାର ମାନତ-ଦ୍ରବ୍ୟ କି ତୁମ୍ଭ ସ୍ଵେଚ୍ଛାଦତ୍ତ ନୈବେଦ୍ୟ କି ତୁମ୍ଭ ହସ୍ତର ଉତ୍ତୋଳନୀୟ ଉପହାର, ଆପଣା ନଗରଦ୍ଵାର ମଧ୍ୟରେ ଭୋଜନ କରି ପାରିବ ନାହିଁ ।
Odia Bible ERV 2004 (ପବିତ୍ର ବାଇବଲ)
“କେତେକ ଦ୍ରବ୍ୟ ତୁମ୍ଭେମାନେ ଭକ୍ଷ୍ୟଣ କରିବ ନାହିଁ ଯେଉଁଠାରେ ତୁମ୍ଭେମାନେ ବାସ କରିବ, ସେଗୁଡ଼ିକ ହେଲା, ଯଥା: ଆପଣା ଶସ୍ୟର କି ଦ୍ରାକ୍ଷାରସର କି ତୈଳର ଦଶମାଂଶ କି ଗୋମେଷାଦିର ପ୍ରଥମଜାତ କିମ୍ବା ତୁମ୍ଭ ମନାସିଲାର ପ୍ରତିଜ୍ଞା ଦ୍ରବ୍ୟ କିଅବା ତୁମ୍ଭ ସ୍ୱେଚ୍ଛାଦତ୍ତ ନୈବେଦ୍ୟ, କି ତୁମ୍ଭ ହସ୍ତର ଉତ୍ତୋଳନୀୟ ଉପହାର।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତୁମ୍ଭେ ଆପଣା ଶସ୍ୟର କି ଦ୍ରାକ୍ଷାରସର କି ତୈଳର ଦଶମାଂଶ, କି ଗୋମେଷାଦିର ପ୍ରଥମଜାତ, କିଅବା ତୁମ୍ଭ ମନାସିବାର ମାନତ ଦ୍ରବ୍ୟ କି ତୁମ୍ଭ ସ୍ଵେଚ୍ଛାଦତ୍ତ ନୈବେଦ୍ୟ କି ତୁମ୍ଭ ହସ୍ତର ଉତ୍ତୋଳନୀୟ ଉପହାର, ଆପଣା ନଗର-ଦ୍ୱାର ମଧ୍ୟରେ ଭୋଜନ କରି ପାରିବ ନାହିଁ।
Odia IRV 2017 (ଓଡିଆ ବାଇବେଲ)
ତୁମ୍ଭେ ଆପଣା ଶସ୍ୟର କି ଦ୍ରାକ୍ଷାରସର କି ତୈଳର ଦଶମାଂଶ, କି ଗୋମେଷାଦିର ପ୍ରଥମଜାତ, କିଅବା ତୁମ୍ଭ ମନାସିବାର ମାନତ-ଦ୍ରବ୍ୟ କି ତୁମ୍ଭ ସ୍ଵେଚ୍ଛାଦତ୍ତ ନୈବେଦ୍ୟ କି ତୁମ୍ଭ ହସ୍ତର ଉତ୍ତୋଳନୀୟ ଉପହାର, ଆପଣା ନଗରଦ୍ୱାର ମଧ୍ୟରେ ଭୋଜନ କରି ପାରିବ ନାହିଁ।