Deuteronomy 12:18 — Compare Translations

5 translations compared side by side

Odia - 1840
"ସଦାପ୍ରଭୁ ତକ୍ସ୍ଟମ୍ଭ ପରମେଶ୍ବର ଯେଉଁ ସ୍ଥାନ ମନୋନୀତ କରିବେ ସହେି ସ୍ଥାନ ରେ ସଦାପ୍ରଭୁ ତକ୍ସ୍ଟମ୍ଭ ପରମେଶ୍ବରଙ୍କ ସମ୍ମକ୍ସ୍ଟଖ ରେ ତୁମ୍ଭମାନେେ ତାହା ଭୋଜନ କରିବ। ତୁମ୍ଭେ ଓ ତୁମ୍ଭର ପକ୍ସ୍ଟତ୍ର ତୁମ୍ଭର କନ୍ଯା ତକ୍ସ୍ଟମ୍ଭ ଦାସ ଓ ଦାସୀଗଣ ଏବଂ ନଗରଦ୍ବାର ମଧ୍ଯବର୍ତ୍ତୀ ଲବେୀୟ ଲୋକ ସହେି ନବୈେଦ୍ଯ ଭୋଜନ କରିବ। ଯେଉଁଗକ୍ସ୍ଟଡିକ ତୁମ୍ଭମାନଙ୍କର କଠିନ ପରିଶ୍ରମର ଫଳ, ତହିଁରେ ତୁମ୍ଭେ ସଦାପ୍ରଭୁ ତକ୍ସ୍ଟମ୍ଭ ପରମେଶ୍ବରଙ୍କ ସମ୍ମକ୍ସ୍ଟଖ ରେ ତୁମ୍ଭେ ଆନନ୍ଦ କରିବ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ମାତ୍ର ସଦାପ୍ରଭୁ ତୁମ୍ଭ ପରମେଶ୍ଵର ଯେଉଁ ସ୍ଥାନ ମନୋନୀତ କରିବେ, ସେହି ସ୍ଥାନରେ ସଦାପ୍ରଭୁ ତୁମ୍ଭ ପରମେଶ୍ଵରଙ୍କ ସମ୍ମୁଖରେ ତୁମ୍ଭେ ତାହା ଭୋଜନ କରିବ, ତୁମ୍ଭେ ଓ ତୁମ୍ଭ ପୁତ୍ର ଓ ତୁମ୍ଭ କନ୍ୟା ଓ ତୁମ୍ଭ ଦାସ ଓ ତୁମ୍ଭ ଦାସୀ ଓ ତୁମ୍ଭ ନଗରଦ୍ଵାର ମଧ୍ୟବର୍ତ୍ତୀ ଲେବୀୟ ଲୋକ (ତାହା ଭୋଜନ କରିବ) । ଯେସମସ୍ତ ବିଷୟରେ ତୁମ୍ଭେ ହାତ ଦେବ, ତହିଁରେ ତୁମ୍ଭେ ସଦାପ୍ରଭୁ ତୁମ୍ଭ ପରମେଶ୍ଵରଙ୍କ ସମ୍ମୁଖରେ ଆନନ୍ଦ କରିବ ।
Odia Bible ERV 2004 (ପବିତ୍ର ବାଇବଲ)
ସଦାପ୍ରଭୁ ତୁମ୍ଭ ପରମେଶ୍ୱର ଯେଉଁ ସ୍ଥାନ ମନୋନୀତ କରିବେ ସେହି ସ୍ଥାନରେ ସଦାପ୍ରଭୁ ତୁମ୍ଭ ପରମେଶ୍ୱରଙ୍କ ସମ୍ମୁଖରେ ତୁମ୍ଭେମାନେ ତାହା ଭୋଜନ କରିବ। ତୁମ୍ଭେ ଓ ତୁମ୍ଭର ପୁତ୍ର ତୁମ୍ଭର କନ୍ୟା ତୁମ୍ଭ ଦାସ ଓ ଦାସୀଗଣ ଏବଂ ନଗରଦ୍ୱାର ମଧ୍ୟବର୍ତ୍ତୀ ଲେବୀୟ ଲୋକ ସେହି ନୈବେଦ୍ୟ ଭୋଜନ କରିବ। ଯେଉଁଗୁଡ଼ିକ ତୁମ୍ଭମାନଙ୍କର କଠିନ ପରିଶ୍ରମର ଫଳ, ତହିଁରେ ତୁମ୍ଭେ ସଦାପ୍ରଭୁ ତୁମ୍ଭ ପରମେଶ୍ୱରଙ୍କ ସମ୍ମୁଖରେ ତୁମ୍ଭେ ଆନନ୍ଦ କରିବ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ମାତ୍ର ସଦାପ୍ରଭୁ ତୁମ୍ଭ ପରମେଶ୍ୱର ଯେଉଁ ସ୍ଥାନ ମନୋନୀତ କରିବେ, ସେହି ସ୍ଥାନରେ ସଦାପ୍ରଭୁ ତୁମ୍ଭ ପରମେଶ୍ୱରଙ୍କ ସମ୍ମୁଖରେ ତୁମ୍ଭେ ତାହା ଭୋଜନ କରିବ, ତୁମ୍ଭେ, ତୁମ୍ଭ ପୁତ୍ର, ତୁମ୍ଭ କନ୍ୟା, ତୁମ୍ଭ ଦାସ, ତୁମ୍ଭ ଦାସୀ ଓ ତୁମ୍ଭ ନଗର-ଦ୍ୱାର ମଧ୍ୟବର୍ତ୍ତୀ ଲେବୀୟ ଲୋକ (ତାହା ଭୋଜନ କରିବ) ଯେସମସ୍ତ ବିଷୟରେ ତୁମ୍ଭେ ହାତ ଦେବ, ତହିଁରେ ତୁମ୍ଭେ ସଦାପ୍ରଭୁ ତୁମ୍ଭ ପରମେଶ୍ୱରଙ୍କ ସମ୍ମୁଖରେ ଆନନ୍ଦ କରିବ।
Odia IRV 2017 (ଓଡିଆ ବାଇବେଲ)
ମାତ୍ର ସଦାପ୍ରଭୁ ତୁମ୍ଭ ପରମେଶ୍ୱର ଯେଉଁ ସ୍ଥାନ ମନୋନୀତ କରିବେ, ସେହି ସ୍ଥାନରେ ସଦାପ୍ରଭୁ ତୁମ୍ଭ ପରମେଶ୍ୱରଙ୍କ ସମ୍ମୁଖରେ ତୁମ୍ଭେ ତାହା ଭୋଜନ କରିବ, ତୁମ୍ଭେ, ତୁମ୍ଭ ପୁତ୍ର, ତୁମ୍ଭ କନ୍ୟା, ତୁମ୍ଭ ଦାସ, ତୁମ୍ଭ ଦାସୀ ଓ ତୁମ୍ଭ ନଗରଦ୍ୱାର ମଧ୍ୟବର୍ତ୍ତୀ ଲେବୀୟ ଲୋକ (ତାହା ଭୋଜନ କରିବ) ଯେସମସ୍ତ ବିଷୟରେ ତୁମ୍ଭେ ହାତ ଦେବ, ତହିଁରେ ତୁମ୍ଭେ ସଦାପ୍ରଭୁ ତୁମ୍ଭ ପରମେଶ୍ୱରଙ୍କ ସମ୍ମୁଖରେ ଆନନ୍ଦ କରିବ।