Deuteronomy 12:19 — Compare Translations
5 translations compared side by side
Odia - 1840
"ସାବଧାନ ହବେ, ତୁମ୍ଭମାନେେ ଆପଣା ଭୂମିରେ ବାସ କରିବା ୟାଏ ଓ ବଞ୍ଚି ରହିଥିବା ୟାଏ ଲବେୀୟମାନଙ୍କୁ ତ୍ଯାଗ କରିବ ନାହିଁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତୁମ୍ଭେ ଆପଣା ବିଷୟରେ ସାବଧାନ ହୁଅ, ଯେପରି ତୁମ୍ଭେ ଆପଣା ଭୂମିରେ ବଞ୍ଚିଥିବା ଯାଏ ଲେବୀୟ ଲୋକକୁ ତ୍ୟାଗ କରିବ ନାହିଁ ।
Odia Bible ERV 2004 (ପବିତ୍ର ବାଇବଲ)
ସାବଧାନ ହେବ, ତୁମ୍ଭେମାନେ ଆପଣା ଭୂମିରେ ବାସ କରିବା ଯାଏ ଓ ବଞ୍ଚି ରହିଥିବା ଯାଏ ଲେବୀୟମାନଙ୍କୁ ତ୍ୟାଗ କରିବ ନାହିଁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତୁମ୍ଭେ ଆପଣା ବିଷୟରେ ସାବଧାନ ହୁଅ, ଯେପରି ତୁମ୍ଭେ ଆପଣା ଭୂମିରେ ବଞ୍ଚିଥିବା ଯାଏ ଲେବୀୟ ଲୋକକୁ ତ୍ୟାଗ କରିବ ନାହିଁ।
Odia IRV 2017 (ଓଡିଆ ବାଇବେଲ)
ତୁମ୍ଭେ ଆପଣା ବିଷୟରେ ସାବଧାନ ହୁଅ, ଯେପରି ତୁମ୍ଭେ ଆପଣା ଭୂମିରେ ବଞ୍ଚିଥିବା ଯାଏ ଲେବୀୟ ଲୋକକୁ ତ୍ୟାଗ କରିବ ନାହିଁ।