Deuteronomy 12:2 — Compare Translations

5 translations compared side by side

Odia - 1840
"ତୁମ୍ଭମାନେେ ଯେଉଁ ଗୋଷ୍ଠୀଯମାନଙ୍କୁ ଅଧିକାର କରିବ, ସମାନଙ୍କେର ଉଚ୍ଚ ପର୍ବତଗଣ ଉପରେ ଓ ଉପପର୍ବତ ସମକ୍ସ୍ଟହ ଉପରେ ଓ ପ୍ରେତ୍ୟକକ ସତଜେ ବୃକ୍ଷ ତଳେ, ଯେଉଁସବୁ ସ୍ଥାନ ରେ ନିଜ ନିଜ ଦବେତାମାନଙ୍କୁ ପୂଜା କଲେ, ସହେି ସକଳ ସ୍ଥାନ ନିଶ୍ଚଯ ବିନଷ୍ଟ କରିବ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତୁମ୍ଭେମାନେ ଯେଉଁ ଯେଉଁ ଗୋଷ୍ଠୀୟ ଲୋକମାନଙ୍କୁ ଅଧିକାର କରିବ, ସେମାନେ ଉଚ୍ଚ ପର୍ବତଗଣ ଉପରେ ଓ ଉପ-ପର୍ବତସମୂହ ଉପରେ ଓ ପ୍ରତ୍ୟେକ ସତେଜ ବୃକ୍ଷ ତଳେ, ଯେଉଁ ଯେଉଁ ସ୍ଥାନରେ ଆପଣା ଆପଣା ଦେବତାମାନଙ୍କୁ ପୂଜା କଲେ, ସେହି ସକଳ ସ୍ଥାନ ନିଶ୍ଚୟ ବିନଷ୍ଟ କରିବ ।
Odia Bible ERV 2004 (ପବିତ୍ର ବାଇବଲ)
ତୁମ୍ଭେମାନେ ଯେଉଁ ଗୋଷ୍ଠୀୟମାନଙ୍କୁ ଅଧିକାର କରିବ, ସେମାନଙ୍କର ଉଚ୍ଚ ପର୍ବତଗଣ ଉପରେ ଓ ଉପପର୍ବତ ସମୂହ ଉପରେ ଓ ପ୍ରତ୍ୟେକ ସତେଜ ବୃକ୍ଷ ତଳେ, ଯେଉଁସବୁ ସ୍ଥାନରେ ନିଜ ନିଜ ଦେବତାମାନଙ୍କୁ ପୂଜା କଲେ, ସେହି ସକଳ ସ୍ଥାନ ନିଶ୍ଚୟ ବିନଷ୍ଟ କରିବ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତୁମ୍ଭେମାନେ ଯେଉଁ ଯେଉଁ ଗୋଷ୍ଠୀୟ ଲୋକମାନଙ୍କୁ ଅଧିକାର କରିବ, ସେମାନେ ଉଚ୍ଚ ପର୍ବତଗଣ ଉପରେ, ଉପପର୍ବତସମୂହ ଉପରେ ଓ ପ୍ରତ୍ୟେକ ସତେଜ ବୃକ୍ଷ ତଳେ, ଯେଉଁ ଯେଉଁ ସ୍ଥାନରେ ଆପଣା ଆପଣା ଦେବତାମାନଙ୍କୁ ପୂଜା କଲେ, ସେହି ସକଳ ସ୍ଥାନ ନିଶ୍ଚୟ ବିନଷ୍ଟ କରିବ।
Odia IRV 2017 (ଓଡିଆ ବାଇବେଲ)
ତୁମ୍ଭେମାନେ ଯେଉଁ ଯେଉଁ ଗୋଷ୍ଠୀୟ ଲୋକମାନଙ୍କୁ ଅଧିକାର କରିବ, ସେମାନେ ଉଚ୍ଚ ପର୍ବତଗଣ ଉପରେ, ଉପ-ପର୍ବତସମୂହ ଉପରେ ଓ ପ୍ରତ୍ୟେକ ସତେଜ ବୃକ୍ଷ ତଳେ, ଯେଉଁ ଯେଉଁ ସ୍ଥାନରେ ଆପଣା ଆପଣା ଦେବତାମାନଙ୍କୁ ପୂଜା କଲେ, ସେହି ସକଳ ସ୍ଥାନ ନିଶ୍ଚୟ ବିନଷ୍ଟ କରିବ।