Deuteronomy 12:21 — Compare Translations
4 translations compared side by side
Odia - 1840
"ଏହା ଯଦି ଅଧିକ ଦୂର ହକ୍ସ୍ଟଏ, ଏବଂ ତୁମ୍ଭେ ଯଦି ମାଂସ ପାଇଁ ଭୋକିଲା ହକ୍ସ୍ଟଅ, ତବେେ ତୁମ୍ଭମାନେେ ସଦାପ୍ରଭୁଙ୍କର ଦତ୍ତ ଯେ କୌଣସି ପଶକ୍ସ୍ଟର ମାଂସ ଖାଇପାରିବ। ତୁମ୍ଭମାନେେ ସହେି ପଶକ୍ସ୍ଟକକ୍ସ୍ଟ ନିଅ, ତାକକ୍ସ୍ଟ ବଧକର ଓ ନିଜ ଫାଟକ ଭିତ ରେ ଭୋଜନ କର। ମୁ ଯେପରି ଆଜ୍ଞା କଲି, ତୁମ୍ଭମାନେେ ଏପରି କରିବା ଉଚିତ୍। ତୁମ୍ଭମାନେେ ଏହି ମାଂସ ଯେଉଁଠା ରେ ବାସ କଲେ ମଧ୍ଯ ସହେିଠା ରେ ଖାଇ ପାରିବ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସଦାପ୍ରଭୁ ତୁମ୍ଭ ପରମେଶ୍ଵର ଆପଣା ନାମ ରଖିବା ନିମନ୍ତେ ଯେଉଁ ସ୍ଥାନ ମନୋନୀତ କରିବେ, ତାହା ଯେବେ ତୁମ୍ଭ ନିକଟରୁ ବହୁତ ଦୂର ହୁଏ, ତେବେ ତୁମ୍ଭେ ସଦାପ୍ରଭୁଙ୍କ ଦତ୍ତ ଗୋମେଷାଦି ପଲରୁ ପଶୁ ନେଇ ଆମ୍ଭ ଆଜ୍ଞାମତେ ବଧ କରି ଆପଣା ପ୍ରାଣର ବାଞ୍ଛାନୁସାରେ ନଗରଦ୍ଵାର ଭିତରେ ଭୋଜନ କରି ପାରିବ ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସଦାପ୍ରଭୁ ତୁମ୍ଭ ପରମେଶ୍ୱର ଆପଣା ନାମ ରଖିବା ନିମନ୍ତେ ଯେଉଁ ସ୍ଥାନ ମନୋନୀତ କରିବେ, ତାହା ଯଦି ତୁମ୍ଭ ନିକଟରୁ ବହୁତ ଦୂର ହୁଏ, ତେବେ ତୁମ୍ଭେ ସଦାପ୍ରଭୁଙ୍କ ଦତ୍ତ ଗୋମେଷାଦି ପଲରୁ ପଶୁ ନେଇ ଆମ୍ଭ ଆଜ୍ଞାମତେ ବଧ କରି ଆପଣା ପ୍ରାଣର ବାଞ୍ଛାନୁସାରେ ନଗର-ଦ୍ୱାର ଭିତରେ ଭୋଜନ କରି ପାରିବ।
Odia IRV 2017 (ଓଡିଆ ବାଇବେଲ)
ସଦାପ୍ରଭୁ ତୁମ୍ଭ ପରମେଶ୍ୱର ଆପଣା ନାମ ରଖିବା ନିମନ୍ତେ ଯେଉଁ ସ୍ଥାନ ମନୋନୀତ କରିବେ, ତାହା ଯଦି ତୁମ୍ଭ ନିକଟରୁ ବହୁତ ଦୂର ହୁଏ, ତେବେ ତୁମ୍ଭେ ସଦାପ୍ରଭୁଙ୍କ ଦତ୍ତ ଗୋମେଷାଦି ପଲରୁ ପଶୁ ନେଇ ଆମ୍ଭ ଆଜ୍ଞାମତେ ବଧ କରି ଆପଣା ପ୍ରାଣର ବାଞ୍ଛାନୁସାରେ ନଗରଦ୍ୱାର ଭିତରେ ଭୋଜନ କରି ପାରିବ।