Deuteronomy 12:22 — Compare Translations
5 translations compared side by side
Odia - 1840
"ତୁମ୍ଭମାନେେ କୃଷ୍ନସାର ଓ ହରିଣ ଭୋଜନ କରିବାପରି ଏହି ମାଂସ ଭୋଜନ କରିପାରିବ। ସୂଚି ଓ ଅସୂଚି ଲୋକ ସମସ୍ତେ ଏହା ଭୋଜନ କରିପାରିବେ। କୃଷ୍ନସାର ଓ ମୃଗ ମାଂସ ଭୋଜନ ପରି ଶକ୍ସ୍ଟଚି ଲୋକ ଓ ଅଶକ୍ସ୍ଟଚି ଲୋକେ ସମସ୍ତେ ଏହାକକ୍ସ୍ଟ ଭୋଜନ କରିପାରିବେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଯେପରି କୃଷ୍ଣସାର ଓ ହରିଣ ଭୋଜନ କରାଯାଏ, ସେପରି ତାହା ଭୋଜନ କରିବ; ଶୁଚି ଓ ଅଶୁଚି ଲୋକ ସମାନ ରୂପେ ଭୋଜନ କରିବେ ।
Odia Bible ERV 2004 (ପବିତ୍ର ବାଇବଲ)
ତୁମ୍ଭେମାନେ କୃଷ୍ଣସାର ଓ ହରିଣ ଭୋଜନ କରିବାପରି ଏହି ମାଂସ ଭୋଜନ କରି ପାରିବ। ଶୁଚି ଓ ଅଶୁଚି ଲୋକ ସମସ୍ତେ ଏହା ଭୋଜନ କରି ପାରିବେ। କୃଷ୍ଣସାର ଓ ମୃଗ ମାଂସ ଭୋଜନ ପରି ଶୁଚି ଲୋକ ଓ ଅଶୁଚି ଲୋକେ ସମସ୍ତେ ଏହାକୁ ଭୋଜନ କରି ପାରିବେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଯେପରି କୃଷ୍ଣସାର ମୃଗ ଓ ହରିଣ ଭୋଜନ କରାଯାଏ, ସେହିପରି ତାହା ଭୋଜନ କରିବ; ଶୁଚି ଓ ଅଶୁଚି ଲୋକ ସମାନ ରୂପେ ଭୋଜନ କରିବେ।
Odia IRV 2017 (ଓଡିଆ ବାଇବେଲ)
ଯେପରି କୃଷ୍ଣସାର ମୃଗ ଓ ହରିଣ ଭୋଜନ କରାଯାଏ, ସେହିପରି ତାହା ଭୋଜନ କରିବ; ଶୁଚି ଓ ଅଶୁଚି ଲୋକ ସମାନ ରୂପେ ଭୋଜନ କରିବେ।