Deuteronomy 12:23 — Compare Translations
5 translations compared side by side
Odia - 1840
"କିନ୍ତୁ ସାବଧାନ, ସମାନଙ୍କେର ରକ୍ତ ଖାଇବ ନାହିଁ। କାରଣ ରକ୍ତହିଁ ପ୍ରାଣ। ଆଉ ମାଂସ ସହିତ ପ୍ରାଣ ଭୋଜନ କରିବ ନାହିଁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
କେବଳ ରକ୍ତ ଭୋଜନ ନ କରିବା ବିଷୟରେ ସତର୍କ ହୁଅ କାରଣ ରକ୍ତ ହିଁ ପ୍ରାଣ; ଆଉ ମାଂସ ସହିତ ପ୍ରାଣ ଭୋଜନ କରିବ ନାହିଁ ।
Odia Bible ERV 2004 (ପବିତ୍ର ବାଇବଲ)
କିନ୍ତୁ ସାବଧାନ, ସେମାନଙ୍କର ରକ୍ତ ଖାଇବ ନାହିଁ। କାରଣ ରକ୍ତହିଁ ପ୍ରାଣ। ଆଉ ମାଂସ ସହିତ ପ୍ରାଣ ଭୋଜନ କରିବ ନାହିଁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
କେବଳ ରକ୍ତ ଭୋଜନ ନ କରିବା ବିଷୟରେ ସତର୍କ ହୁଅ, କାରଣ ରକ୍ତ ହିଁ ପ୍ରାଣ ଅଟେ; ଆଉ ମାଂସ ସହିତ ପ୍ରାଣ ଭୋଜନ କରିବ ନାହିଁ।
Odia IRV 2017 (ଓଡିଆ ବାଇବେଲ)
କେବଳ ରକ୍ତ ଭୋଜନ ନ କରିବା ବିଷୟରେ ସତର୍କ ହୁଅ, କାରଣ ରକ୍ତ ହିଁ ପ୍ରାଣ ଅଟେ; ଆଉ ମାଂସ ସହିତ ପ୍ରାଣ ଭୋଜନ କରିବ ନାହିଁ।