Deuteronomy 12:24 — Compare Translations
5 translations compared side by side
Odia - 1840
"ଜଳ ଢାଳିବା ପରି ରକ୍ତକକ୍ସ୍ଟ ଭୂମିରେ ଢାଳି ଦବେ। ତାହାକକ୍ସ୍ଟ ଖାଇବ ନାହିଁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତୁମ୍ଭେ ତାହା ଭୋଜନ କରିବ ନାହିଁ; ତୁମ୍ଭେ ଜଳ ତୁଲ୍ୟ ଭୂମିରେ ତାହା ଢାଳି ଦେବ ।
Odia Bible ERV 2004 (ପବିତ୍ର ବାଇବଲ)
ଜଳ ଢାଳିବା ପରି ରକ୍ତକୁ ଭୂମିରେ ଢାଳି ଦେବ। ତାହାକୁ ଖାଇବ ନାହିଁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତୁମ୍ଭେ ତାହା ଭୋଜନ କରିବ ନାହିଁ ତୁମ୍ଭେ ଜଳ ତୁଲ୍ୟ ଭୂମିରେ ତାହା ଢାଳି ଦେବ।
Odia IRV 2017 (ଓଡିଆ ବାଇବେଲ)
ତୁମ୍ଭେ ତାହା ଭୋଜନ କରିବ ନାହିଁ ତୁମ୍ଭେ ଜଳ ତୁଲ୍ୟ ଭୂମିରେ ତାହା ଢାଳି ଦେବ।