Deuteronomy 12:25 — Compare Translations

5 translations compared side by side

Odia - 1840
"ତୁମ୍ଭମାନେେ ସଦାପ୍ରଭୁଙ୍କ ଦୃଷ୍ଟି ରେ ଉତ୍ତମ କର୍ମ କଲେ ତୁମ୍ଭମାନଙ୍କର ଓ ଆପଣା ବଂଶଧରମାନଙ୍କର ମଙ୍ଗଳ ହବେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତୁମ୍ଭେ ତାହା ଭୋଜନ କରିବ ନାହିଁ; ତହିଁରେ ତୁମ୍ଭେ ସଦାପ୍ରଭୁଙ୍କ ଦୃଷ୍ଟିରେ ଯଥାର୍ଥ କର୍ମ କଲେ, ତୁମ୍ଭର ଓ ତୁମ୍ଭ ଉତ୍ତାରେ ତୁମ୍ଭ ସନ୍ତାନଗଣର ମଙ୍ଗଳ ହେବ ।
Odia Bible ERV 2004 (ପବିତ୍ର ବାଇବଲ)
ତୁମ୍ଭେମାନେ ସଦାପ୍ରଭୁଙ୍କ ଦୃଷ୍ଟିରେ ଉତ୍ତମ କର୍ମ କଲେ ତୁମ୍ଭମାନଙ୍କର ଓ ଆପଣା ବଂଶଧରମାନଙ୍କର ମଙ୍ଗଳ ହେବ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତୁମ୍ଭେ ତାହା ଭୋଜନ କରିବ ନାହିଁ ତହିଁରେ ତୁମ୍ଭେ ସଦାପ୍ରଭୁଙ୍କ ଦୃଷ୍ଟିରେ ଯଥାର୍ଥ କର୍ମ କଲେ, ତୁମ୍ଭର ଓ ତୁମ୍ଭ ଉତ୍ତାରେ ତୁମ୍ଭ ସନ୍ତାନଗଣର ମଙ୍ଗଳ ହେବ।
Odia IRV 2017 (ଓଡିଆ ବାଇବେଲ)
ତୁମ୍ଭେ ତାହା ଭୋଜନ କରିବ ନାହିଁ ତହିଁରେ ତୁମ୍ଭେ ସଦାପ୍ରଭୁଙ୍କ ଦୃଷ୍ଟିରେ ଯଥାର୍ଥ କର୍ମ କଲେ, ତୁମ୍ଭର ଓ ତୁମ୍ଭ ଉତ୍ତାରେ ତୁମ୍ଭ ସନ୍ତାନଗଣର ମଙ୍ଗଳ ହେବ।