Deuteronomy 12:26 — Compare Translations

5 translations compared side by side

Odia - 1840
"ଯଦି ତୁମ୍ଭେ ସଦାପ୍ରଭୁଙ୍କୁ କିଛି ଦବୋକକ୍ସ୍ଟ ଗ୍ଭହକ୍ସ୍ଟଁଛ, ତବେେ ତୁମ୍ଭମାନେେ ତାହା ସଦାପ୍ରଭୁଙ୍କର ମନୋନୀତ ସ୍ଥାନକକ୍ସ୍ଟ ନଇୟିବେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ମାତ୍ର ତୁମ୍ଭେ ଆପଣା ପବିତ୍ର ବସ୍ତୁ ଓ ମାନତ ବସ୍ତୁ ଘେନି ସଦାପ୍ରଭୁଙ୍କ ମନୋନୀତ ସ୍ଥାନକୁ ଯିବ ।
Odia Bible ERV 2004 (ପବିତ୍ର ବାଇବଲ)
“ଯଦି ତୁମ୍ଭେ ସଦାପ୍ରଭୁଙ୍କୁ କିଛି ଦେବାକୁ ଗ୍ଭହୁଁଛ, ତେବେ ତୁମ୍ଭେମାନେ ତାହା ସଦାପ୍ରଭୁଙ୍କର ମନୋନୀତ ସ୍ଥାନକୁ ନେଇଯିବ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ମାତ୍ର ତୁମ୍ଭେ ଆପଣା ପବିତ୍ର ବସ୍ତୁ ଓ ମାନତ ବସ୍ତୁ ଘେନି ସଦାପ୍ରଭୁଙ୍କ ମନୋନୀତ ସ୍ଥାନକୁ ଯିବ।
Odia IRV 2017 (ଓଡିଆ ବାଇବେଲ)
ମାତ୍ର ତୁମ୍ଭେ ଆପଣା ପବିତ୍ର ବସ୍ତୁ ଓ ମାନତ ବସ୍ତୁ ଘେନି ସଦାପ୍ରଭୁଙ୍କ ମନୋନୀତ ସ୍ଥାନକୁ ଯିବ।