Deuteronomy 12:27 — Compare Translations

5 translations compared side by side

Odia - 1840
"ତୁମ୍ଭମାନେେ ସଦାପ୍ରଭୁ ତକ୍ସ୍ଟମ୍ଭ ପରମେଶ୍ବରଙ୍କ ୟଜ୍ଞବଦେୀ ଉପରେ ମାଂସ ଓ ରକ୍ତ ସମତେ ନିଜ ନିଜର ହାମବେଳି ଉତ୍ସର୍ଗ କରିବ। ତୁମ୍ଭମାନଙ୍କର ବଳିଦାନାଦିର ରକ୍ତ ସଦାପ୍ରଭୁ ତକ୍ସ୍ଟମ୍ଭ ପରମେଶ୍ବରଙ୍କ ୟଜ୍ଞବଦେୀ ଉପରେ ଢଳାୟିବ। ତବେେ ତୁମ୍ଭମାନେେ ସହେି ମାଂସ ଭୋଜନ କରିବ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି ତୁମ୍ଭେ ସଦାପ୍ରଭୁ ତୁମ୍ଭ ପରମେଶ୍ଵରଙ୍କ ଯଜ୍ଞବେଦି ଉପରେ ମାଂସ ଓ ରକ୍ତ ସମେତ ଆପଣା ହୋମବଳି ଉତ୍ସର୍ଗ କରିବ, ଆଉ ତୁମ୍ଭ ବଳିଦାନାଦିର ରକ୍ତ ସଦାପ୍ରଭୁ ତୁମ୍ଭ ପରମେଶ୍ଵରଙ୍କ ଯଜ୍ଞବେଦି ଉପରେ ଢଳାଯିବ, ତହୁଁ ତୁମ୍ଭେ ସେହି ମାଂସ ଭୋଜନ କରିବ ।
Odia Bible ERV 2004 (ପବିତ୍ର ବାଇବଲ)
ତୁମ୍ଭେମାନେ ସଦାପ୍ରଭୁ ତୁମ୍ଭ ପରମେଶ୍ୱରଙ୍କ ଯଜ୍ଞବେଦି ଉପରେ ମାଂସ ଓ ରକ୍ତ ସମେତ ନିଜ ନିଜର ହୋମବଳି ଉତ୍ସର୍ଗ କରିବ। ତୁମ୍ଭମାନଙ୍କର ବଳିଦାନାଦିର ରକ୍ତ ସଦାପ୍ରଭୁ ତୁମ୍ଭ ପରମେଶ୍ୱରଙ୍କ ଯଜ୍ଞବେଦି ଉପରେ ଢଳାଯିବ। ତେବେ ତୁମ୍ଭେମାନେ ସେହି ମାଂସ ଭୋଜନ କରିବ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି ତୁମ୍ଭେ ସଦାପ୍ରଭୁ ତୁମ୍ଭ ପରମେଶ୍ୱରଙ୍କ ଯଜ୍ଞବେଦି ଉପରେ ମାଂସ ଓ ରକ୍ତ ସମେତ ଆପଣା ହୋମବଳି ଉତ୍ସର୍ଗ କରିବ, ଆଉ ତୁମ୍ଭ ବଳିଦାନାଦିର ରକ୍ତ ସଦାପ୍ରଭୁ ତୁମ୍ଭ ପରମେଶ୍ୱରଙ୍କ ଯଜ୍ଞବେଦି ଉପରେ ଢଳାଯିବ, ତହୁଁ ତୁମ୍ଭେ ସେହି ମାଂସ ଭୋଜନ କରିବ।
Odia IRV 2017 (ଓଡିଆ ବାଇବେଲ)