Deuteronomy 12:29 — Compare Translations

5 translations compared side by side

Odia - 1840
"ସଦାପ୍ରଭୁ ତୁମ୍ଭର ପରମେଶ୍ବର ସହେି ଦେଶସବୁକକ୍ସ୍ଟ ଉଚ୍ଛିନ୍ନ କରିବାକୁ ଯାଉଛନ୍ତି, ଯେଉଁମାନଙ୍କର ଭୂମି ତୁମ୍ଭେ ଅଧିକାର କରିବା ପାଇଁ ଯାଉଛ। ତା'ପରେ ତୁମ୍ଭେ ସମାନଙ୍କେୁ ଅଧିକାର କରି ସମାନଙ୍କେ ଦେଶ ରେ ବାସ କରିବ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତୁମ୍ଭେ ଯେଉଁ ଗୋଷ୍ଠୀୟ ଲୋକମାନଙ୍କୁ ଅଧିକାର କରିବାକୁ ଯାଉଅଛ, ସେମାନଙ୍କୁ ଯେତେବେଳେ ସଦାପ୍ରଭୁ ତୁମ୍ଭ ପରମେଶ୍ଵର ତୁମ୍ଭ ସମ୍ମୁଖରୁ ଉଚ୍ଛିନ୍ନ କରିବେ ଓ ତୁମ୍ଭେ ସେମାନଙ୍କୁ ଅଧିକାର କରି ସେମାନଙ୍କ ଦେଶରେ ବାସ କରିବ;
Odia Bible ERV 2004 (ପବିତ୍ର ବାଇବଲ)
“ସଦାପ୍ରଭୁ ତୁମ୍ଭର ପରମେଶ୍ୱର ସେହି ଦେଶସବୁକୁ ଉଚ୍ଛିନ୍ନ କରିବାକୁ ଯାଉଛନ୍ତି, ଯେଉଁମାନଙ୍କର ଭୂମି ତୁମ୍ଭେ ଅଧିକାର କରିବା ପାଇଁ ଯାଉଛ। ତା’ପରେ ତୁମ୍ଭେ ସେମାନଙ୍କୁ ଅଧିକାର କରି ସେମାନଙ୍କ ଦେଶରେ ବାସ କରିବ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତୁମ୍ଭେ ଯେଉଁ ଗୋଷ୍ଠୀୟ ଲୋକମାନଙ୍କୁ ଅଧିକାର କରିବାକୁ ଯାଉଅଛ, ସେମାନଙ୍କୁ ଯେତେବେଳେ ସଦାପ୍ରଭୁ ତୁମ୍ଭ ପରମେଶ୍ୱର ତୁମ୍ଭ ସମ୍ମୁଖରୁ ଉଚ୍ଛିନ୍ନ କରିବେ ଓ ତୁମ୍ଭେ ସେମାନଙ୍କୁ ଅଧିକାର କରି ସେମାନଙ୍କ ଦେଶରେ ବାସ କରିବ;
Odia IRV 2017 (ଓଡିଆ ବାଇବେଲ)
ତୁମ୍ଭେ ଯେଉଁ ଗୋଷ୍ଠୀୟ ଲୋକମାନଙ୍କୁ ଅଧିକାର କରିବାକୁ ଯାଉଅଛ, ସେମାନଙ୍କୁ ଯେତେବେଳେ ସଦାପ୍ରଭୁ ତୁମ୍ଭ ପରମେଶ୍ୱର ତୁମ୍ଭ ସମ୍ମୁଖରୁ ଉଚ୍ଛିନ୍ନ କରିବେ ଓ ତୁମ୍ଭେ ସେମାନଙ୍କୁ ଅଧିକାର କରି ସେମାନଙ୍କ ଦେଶରେ ବାସ କରିବ;