Deuteronomy 12:3 — Compare Translations
5 translations compared side by side
Odia - 1840
"ତୁମ୍ଭମାନେେ ସମାନଙ୍କେ ୟଜ୍ଞଦବେୀ ସକଳ ଭଗ୍ନ କରିବ ଓ ସମାନଙ୍କେର ସ୍ମରଣାର୍ଥକ ପ୍ରସ୍ଥର ସକଳ ଭାଙ୍ଗି ପକାଇବ ଓ ଆଶରୋର ମୀର୍ତ୍ତୀ ସବୁକକ୍ସ୍ଟ ଅଗ୍ନି ରେ ଦଗ୍ଧ କରିବ। ସମାନଙ୍କେର ଖୋଦିତ ଦବେ ପ୍ରତିମାଗଣଙ୍କକ୍ସ୍ଟ ହାଣି ପକାଇବ। ସେ ସ୍ଥାନରକ୍ସ୍ଟ ସମାନଙ୍କେ ନାମ ଲୋପ କରିବ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆଉ, ତୁମ୍ଭେମାନେ ସେମାନଙ୍କ ଯଜ୍ଞବେଦିସକଳ ଭଗ୍ନ କରିବ ଓ ସେମାନଙ୍କ ସ୍ତମ୍ଭସକଳ ଭାଙ୍ଗି ପକାଇବ ଓ ଆଶେରାର ମୂର୍ତ୍ତିସକଳ ଅଗ୍ନିରେ ଦଗ୍ଧ କରିବ; ପୁଣି ତୁମ୍ଭେମାନେ ସେମାନଙ୍କ ଖୋଦିତ ଦେବପ୍ରତିମାମାନଙ୍କୁ ହାଣି ପକାଇବ; ଆଉ ତୁମ୍ଭେମାନେ ସେହି ସ୍ଥାନରୁ ସେମାନଙ୍କ ନାମ ଲୋପ କରିବ ।
Odia Bible ERV 2004 (ପବିତ୍ର ବାଇବଲ)
ତୁମ୍ଭେମାନେ ସେମାନଙ୍କ ଯଜ୍ଞବେଦି ସକଳ ଭଗ୍ନ କରିବ ଓ ସେମାନଙ୍କର ସ୍ମରଣାର୍ଥକ ପ୍ରସ୍ଥର ସକଳ ଭାଙ୍ଗି ପକାଇବ ଓ ଆଶେରାର ମୂର୍ତ୍ତି ସବୁକୁ ଅଗ୍ନିରେ ଦଗ୍ଧ କରିବ। ସେମାନଙ୍କର ଖୋଦିତ ଦେବ ପ୍ରତିମାଗଣକୁ ହାଣି ପକାଇବ। ସେ ସ୍ଥାନରୁ ସେମାନଙ୍କ ନାମ ଲୋପ କରିବ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆଉ, ତୁମ୍ଭେମାନେ ସେମାନଙ୍କ ଯଜ୍ଞବେଦିସକଳ ଭଗ୍ନ କରିବ, ସେମାନଙ୍କ ସ୍ତମ୍ଭସକଳ ଭାଙ୍ଗି ପକାଇବ ଓ ଆଶେରାର ମୂର୍ତ୍ତିସକଳ ଅଗ୍ନିରେ ଦଗ୍ଧ କରିବ; ପୁଣି ତୁମ୍ଭେମାନେ ସେମାନଙ୍କ ଖୋଦିତ ଦେବ ପ୍ରତିମାମାନଙ୍କୁ ହାଣି ପକାଇବ; ଆଉ ତୁମ୍ଭେମାନେ ସେହି ସ୍ଥାନରୁ ସେମାନଙ୍କ ନାମ ଲୋପ କରିବ।
Odia IRV 2017 (ଓଡିଆ ବାଇବେଲ)