Deuteronomy 12:30 — Compare Translations
5 translations compared side by side
Odia - 1840
"ସମାନଙ୍କେୁ ବିନାଶ କଲାପରେ, ତୁମ୍ଭମାନେେ ବହକ୍ସ୍ଟତ ସାବଧାନ ହବୋ ଉଚିତ୍। ଯେପରି ସମାନଙ୍କେର ଫାନ୍ଦ ରେ ପଡି ସମାନଙ୍କେ ଦବଗେଣଙ୍କର ପୂଜା ନକର। ସାବଧାନ ହକ୍ସ୍ଟଅ ଯେ, ତୁମ୍ଭେ ସମାନଙ୍କେର ଦବେତାମାନଙ୍କୁ ଅନକ୍ସ୍ଟସନ୍ଧାନ କର ନାହିଁ, ପଗ୍ଭର ନାହିଁ ଯେ, ' ସହେି ଗୋଷ୍ଠୀମାନେ କିପରି ସମାନଙ୍କେର ଦବେତାମାନଙ୍କୁ ପୂଜା କରୁଥିଲେ, ଆମ୍ଭମାନେେ ମଧ୍ଯ ସପରେି କରିବକ୍ସ୍ଟ?,"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେତେବେଳେ ସେମାନେ ତୁମ୍ଭ ସମ୍ମୁଖରେ ବିନଷ୍ଟ ହେଲା ଉତ୍ତାରେ ତୁମ୍ଭେ ଯେପରି ସେମାନଙ୍କ ପଶ୍ଚାଦ୍ଗାମୀ ହେବା ପାଇଁ ଫାନ୍ଦରେ ନ ପଡ଼ ପୁଣି ଏହି ଗୋଷ୍ଠୀୟ ଲୋକମାନେ କିରୂପେ ଆପଣା ଆପଣା ଦେବତାଗଣର ସେବା କରନ୍ତି, ଆମ୍ଭେ ମଧ୍ୟ ସେହି ରୂପେ କରିବା, ଏହା କହି ଯେପରି ସେମାନଙ୍କ ଦେବତାଗଣର ଅନ୍ଵେଷଣ ନ କର, ଏଥିପାଇଁ ଆପଣା ବିଷୟରେ ସାବଧାନ ହୁଅ ।
Odia Bible ERV 2004 (ପବିତ୍ର ବାଇବଲ)
ସେମାନଙ୍କୁ ବିନାଶ କଲାପରେ, ତୁମ୍ଭେମାନେ ବହୁତ ସାବଧାନ ହେବା ଉଚିତ୍। ଯେପରି ସେମାନଙ୍କର ଫାନ୍ଦରେ ପଡ଼ି ସେମାନଙ୍କ ଦେବଗଣଙ୍କର ପୂଜା ନ କର। ସାବଧାନ ହୁଅ ଯେ, ତୁମ୍ଭେ ସେମାନଙ୍କର ଦେବତାମାନଙ୍କୁ ଅନୁସନ୍ଧାନ କର ନାହିଁ, ପଗ୍ଭର ନାହିଁ ଯେ, ‘ସେହି ଗୋଷ୍ଠୀମାନେ କିପରି ସେମାନଙ୍କର ଦେବତାମାନଙ୍କୁ ପୂଜା କରୁଥିଲେ, ଆମ୍ଭେମାନେ ମଧ୍ୟ ସେପରି କରିବୁ?,
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେତେବେଳେ ସେମାନେ ତୁମ୍ଭ ସମ୍ମୁଖରେ ବିନଷ୍ଟ ହେଲା ଉତ୍ତାରେ ତୁମ୍ଭେ ଯେପରି ସେମାନଙ୍କ ପଶ୍ଚାଦ୍ଗାମୀ ହେବା ପାଇଁ ଫାନ୍ଦରେ ନ ପଡ଼; ପୁଣି “ଏହି ଗୋଷ୍ଠୀୟ ଲୋକମାନେ କିପରି ଆପଣା ଆପଣା ଦେବତାଗଣର ସେବା କରନ୍ତି? ଆମ୍ଭେ ମଧ୍ୟ ସେହିପରି କରିବା,” ଏହା କହି ଯେପରି ସେମାନଙ୍କ ଦେବତାଗଣର ଅନ୍ୱେଷଣ ନ କର, ଏଥିପାଇଁ ଆପଣା ବିଷୟରେ ସାବଧାନ ହୁଅ।
Odia IRV 2017 (ଓଡିଆ ବାଇବେଲ)
ସେତେବେଳେ ସେମାନେ ତୁମ୍ଭ ସମ୍ମୁଖରେ ବିନଷ୍ଟ ହେଲା ଉତ୍ତାରେ ତୁମ୍ଭେ ଯେପରି ସେମାନଙ୍କ ପଶ୍ଚାଦ୍ଗାମୀ ହେବା ପାଇଁ ଫାନ୍ଦରେ ନ ପଡ଼; ପୁଣି ‘ଏହି ଗୋଷ୍ଠୀୟ ଲୋକମାନେ କିପରି ଆପଣା ଆପଣା ଦେବତାଗଣର ସେବା କରନ୍ତି? ଆମ୍ଭେ ମଧ୍ୟ ସେହିପରି କରିବା, ଏହା କହି ଯେପରି ସେମାନଙ୍କ ଦେବତାଗଣର ଅନ୍ୱେଷଣ ନ କର, ଏଥିପାଇଁ ଆପଣା ବିଷୟରେ ସାବଧାନ ହୁଅ।